Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ 5 ତାରିଖ ଭାରତୀୟ ଗଣତନ୍ତ୍ର ପାଇଁ କଳା ଦିବସ : ମେହବୁବା ମୁଫ୍‌ତି
ଆଜିର ଖବର

ଅଗଷ୍ଟ 5 ତାରିଖ ଭାରତୀୟ ଗଣତନ୍ତ୍ର ପାଇଁ କଳା ଦିବସ : ମେହବୁବା ମୁଫ୍‌ତି

August 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି । ଅଗଷ୍ଟ 5 ତାରିଖ ଭାରତୀୟ ଗଣତନ୍ତ୍ର ପାଇଁ ଏକ କଳା ଦିବସ ବୋଲି ଟ୍ବିଟ୍‌ କରି କହିଛନ୍ତି ମେହବୁବା ମୁଫ୍‌ତି । 1947ରେ ଦୁଇ ରାଷ୍ଟ୍ରୀୟ ନୀତିକୁ ପ୍ରତ୍ୟାଖ୍ୟାନ ଏବଂ ଭାରତ ସହିତ ଏକତ୍ର ରହିବାର ନିଷ୍ପତ୍ତିର ପରିଣାମ ଆଜି ଭୋଗିବାକୁ ପଡିଛି । ଆଜି କେନ୍ଦ୍ର ସରକାର ଧାରା 370 ଏବଂ 35 ଏ ଉଠାଇବା ସହିତ ଜମ୍ମୁ କାଶ୍ମୀର ଏବଂ ଲଦାଖକୁ ଅଲଗା ଅଲଗା କେନ୍ଦ୍ରଶାସିତ ଅଞ୍ଚଳ ଭାବରେ ଘୋଷଣା କରିଥିଲେ । ଏହି ଘୋଷଣାକୁ ଅସାମ୍ବିଧାନିକ ଭାବେ ଅଭିହିତ କରି ଟ୍ବିଟ୍‌ କରିଛନ୍ତି ଏହି ପିଡି ନେତ୍ରୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ । ଅନ୍ୟ ଏକ ଟ୍ବିଟ୍‌ରେ ମୁଫ୍‌ତି ଭାରତ କାଶ୍ମୀରରେ ନିଜର ପ୍ରତିଶ୍ରୁତି ପୂରଣରେ ବିଫଳ ହୋଇଛି ଏବଂ ଲୋକଙ୍କୁ ଭୟଭୀତ କରାଇ ଜବରଦସ୍ତି ଏହି ନିୟମ ଲାଗୁ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.