Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ
ଆଞ୍ଚଳିକ

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର
ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

ବାଣପୁର: ଆଜି ସକାଳ ୧୦.୩୦ ମିନିଟ୍ ସମୟରେ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସୁରପ୍ରତପ ନରେନ୍ଦ୍ର ସିଂ ବର୍ମାଙ୍କ ପୌରହିତତାରେ ଜାତୀୟ ଗୀତର ୧୫୦ତମ ପୂର୍ତ୍ତି ଦିବସ ପାଳିତ ହୋଇଯାଇଛି। ପ୍ର।ରମ୍ଭରେ ଅଧ୍ୟକ୍ଷ ଛାତ୍ର ଛାତ୍ରୀ ଓ କର୍ମଚାରୀଙ୍କୁ ଜାତୀୟ ଗୀତର ମହାନ୍ ଉଦ୍ଦେଶ୍ୟ ଓ ପବିତ୍ର ଦିବସର ମହତ୍ତ୍ଵ ବିଷୟରେ ଆଲୋକପାତ କରିଥିଲେ।

ସଂସ୍କୃତ ବିଭାଗ ଅଧ୍ୟାପକ ଅରବିନ୍ଦ ନାୟକଙ୍କ ନିର୍ଦ୍ଦେଶନାରେ ପ୍ରାୟ ୫୦୦ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଓ କର୍ମଚାରୀ ଏହି ପବିତ୍ର ଗୀତ ଗାନ କରିଥିଲେ। ପରିଶେଷରେ ବନ୍ଦେ- ମାତରଂ ସ୍ଲୋଗାନରେ ଗୋଦାବରୀଶ ମହାବିଦ୍ୟାଳୟ ପରିସର ପ୍ରକମ୍ପିତ ହୋଇଯାଇଥିଲା।

ଜାତୀୟ ଗୀତ ବନ୍ଦେ- ମାତରଂ ବାଣପୁର ସୁରପ୍ରତପ ନରେନ୍ଦ୍ର ସିଂ ବର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ NSS ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

September 8, 2026
Latest News

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.