Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Nuapada Bypoll: ପୂର୍ବାହ୍ନ ୧୧:୦୦ ସୁଦ୍ଧାର ମତଦାନର ହାର ୩୨.୫୧% ରହିଛି
ବିଶେଷ ଖବର

Nuapada Bypoll: ପୂର୍ବାହ୍ନ ୧୧:୦୦ ସୁଦ୍ଧାର ମତଦାନର ହାର ୩୨.୫୧% ରହିଛି

November 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nuapada Bypoll
Nuapada Bypoll: ପୂର୍ବାହ୍ନ ୧୧:୦୦ ସୁଦ୍ଧାର ମତଦାନର ହାର ୩୨.୫୧% ରହିଛି

Nuapada Bypoll: ନୂଆପଡା ଭୋଟର ବର୍ତ୍ତମାନ ତାଙ୍କର ନୂଆ ନେତା ବାଛିବା ପାଇଁ ମତଦାନ କରୁଛନ୍ତି। ସୂଚନା ଅନୁସାରେ ବର୍ତ୍ତମାନ ମତଦାନ ଶାନ୍ତଶୃଙ୍ଖଳାର ସହିତ ଚାଲିଛି। ମୋଟ ୩୫୮ ବୁଥରେ ସେମାନଙ୍କ ମତାଧିକାର ସାବ୍ୟସ୍ଥ କରୁଛନ୍ତି। ଏହାମଧ୍ୟରେ ୪୭ଟି ସମ୍ବେଦନଶୀଳ ବୁଥ୍‌ ଥିବା ବେଳେ ୮ଟି ଅତିସମ୍ବେଦନଶୀଳ ବୁଥ୍ ରହିଛି। ଏହି ଆଠଟି ବୁଥ ମାଓ ପ୍ରବଣ ଅଞ୍ଚଳରେ ରହିଛି।

ତେବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ ପୂର୍ବାହ୍ନ ୧୧:୦୦ ସୁଦ୍ଧାର ମତଦାନର ହାର ୩୨.୫୧% ରହିଛି।

Nuapada Bypoll ନୂଆପଡା ଉପନିର୍ବାଚନ ନୂଆପଡା ଉପନିର୍ବାଚନ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୃହପାଳିତ ପ୍ରାଣୀଙ୍କ ଯତ୍ନ ନିମନ୍ତେ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଂଟର

December 27, 2025

ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ- ଚାଲାଣ

December 27, 2025

କେନ୍ଦୁଝରରେ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

December 27, 2025

ଆଜି ଦିଲ୍ଲୀରେ ପଞ୍ଚମ ଜାତୀୟ ମୁଖ୍ୟ ସଚିବ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

December 27, 2025
Latest News

ଡିସେମ୍ବର ୩୧ ରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର ଦ୍ୱିତୀୟ ବାର୍ଷିକୀ ଉତ୍ସବ

December 27, 2025

ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

December 27, 2025

ଭାରତର ଆଉ ଏକ ବଡ଼ ନିଷ୍ପତ୍ତି: ଏବେ ପାକିସ୍ତାନର ଭଙ୍ଗିବ ଅହଂକାର

December 27, 2025

ଜାତୀୟ ଗ୍ରାହକ ହେଲ୍ପଲାଇନ୍ ର ବଡ଼ ସଫଳତା, ଗ୍ରାହକଙ୍କୁ ଫେରାଇଲା ୪୫ କୋଟି

December 27, 2025

ବିହାର ନିର୍ବାଚନ ଫଳାଫଳକୁ ନେଇ ହାଇକୋର୍ଟର ଦ୍ୱାରସ୍ଥ ହେଲା କଂଗ୍ରେସ: ଇସି ବିରୋଧରେ ଅଭିଯୋଗ

December 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.