Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»CBI Inquiry: ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି, ସିବିଆଇ ତଦନ୍ତ ପାଇଁ କେନ୍ଦ୍ରର ଅନୁମତି
ବିଶେଷ ଖବର

CBI Inquiry: ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି, ସିବିଆଇ ତଦନ୍ତ ପାଇଁ କେନ୍ଦ୍ରର ଅନୁମତି

November 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CBI Inquiry
CBI Inquiry: ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି, ସିବିଆଇ ତଦନ୍ତ ପାଇଁ କେନ୍ଦ୍ରର ଅନୁମତି

CBI Inquiry: ଓଡିଶା ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ କେନ୍ଦ୍ରୀୟ ଅନୁସନ୍ଧାନ ସଂସ୍ଥା ସିବିଆଇ ଦ୍ୱାରା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ କ୍ରାଇମ ବ୍ରାଞ୍ଚ ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଉଥିଲା। ତେବେ ଏହି ତଦନ୍ତରୁ ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମ ବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପୀ ଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ମଧ୍ୟ ରହିଛି।

ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହାର ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁର୍ନୀତି ପାଇଁ ହୋଇଥିବା ଉଦ୍ୟମ, ପ୍ରୋତ୍ସାହନ ଓ ଷଡଯନ୍ତ୍ର ସମ୍ପର୍କରେ ସିବିଆଇ ତଦନ୍ତ କରିବ।

CBI Inquiry SI Exam ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଆନ୍ତର୍ଜାତିକ ସମ୍ମିଳନୀ ‘ଆଜରା -୨୦୨୫’ ଉଦ୍‌ଘାଟିତ

November 11, 2025

ସୋଆ ଆଇଏଏସ୍‌ରେ ମାଣ୍ଡିଆ ଦିବସ ପାଳିତ

November 11, 2025

ଏଭଳି ଟଙ୍କାବଣ୍ଟା ନିର୍ବାଚନ କେବେ ଦେଖି ନଥିଲି, ନୂଆପଡା ଉପନିର୍ବାଚନ ନେଇ କହିଲେ ଶ୍ରୀକାନ୍ତ ଜେନା

November 11, 2025

ନଭେମ୍ବର ୧୭ରୁ ୩୦ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ

November 11, 2025
Latest News

ସୋଆରେ ଆନ୍ତର୍ଜାତିକ ସମ୍ମିଳନୀ ‘ଆଜରା -୨୦୨୫’ ଉଦ୍‌ଘାଟିତ

November 11, 2025

ସୋଆ ଆଇଏଏସ୍‌ରେ ମାଣ୍ଡିଆ ଦିବସ ପାଳିତ

November 11, 2025

ଏଭଳି ଟଙ୍କାବଣ୍ଟା ନିର୍ବାଚନ କେବେ ଦେଖି ନଥିଲି, ନୂଆପଡା ଉପନିର୍ବାଚନ ନେଇ କହିଲେ ଶ୍ରୀକାନ୍ତ ଜେନା

November 11, 2025

ନଭେମ୍ବର ୧୭ରୁ ୩୦ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ

November 11, 2025

CBI Inquiry: ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି, ସିବିଆଇ ତଦନ୍ତ ପାଇଁ କେନ୍ଦ୍ରର ଅନୁମତି

November 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.