Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଭେମ୍ବର ୧୪ ରେ ‘ଆପଣଙ୍କ ପୁଞ୍ଜି: ଆପଣଙ୍କ ଅଧିକାର’ ସଚେତନତା ଶିବିର
ଆଜିର ଖବର

ନଭେମ୍ବର ୧୪ ରେ ‘ଆପଣଙ୍କ ପୁଞ୍ଜି: ଆପଣଙ୍କ ଅଧିକାର’ ସଚେତନତା ଶିବିର

November 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
cash
ନଭେମ୍ବର ୧୪ ରେ 'ଆପଣଙ୍କ ପୁଞ୍ଜି: ଆପଣଙ୍କ ଅଧିକାର' ସଚେତନତା ଶିବିର

ଖୋର୍ଦ୍ଧା: ଆପଣଙ୍କ ପୁଞ୍ଜି: ଆପଣଙ୍କ ଅଧିକାର ଜନିତ ଏକ ସଚେତନତା ଶିବିର ଆସନ୍ତା ନଭେମ୍ବର ୧୪ ତାରିଖରେ ଜିଲ୍ଲା ସଦର ମହକୁମା ପୌର ପରିଷଦ ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ପୂର୍ବାହ୍ନ ୧୦ ଘଟିକା ସମୟରେ ଅନୁଷ୍ଠିତ ହେବ। ଏହି ସଚେତନତା ଶିବିରରେ ଦାବି ହୀନ ଖାତାର ଅର୍ଥ ରାଶି ପ୍ରଦାନ ସହିତ ବ୍ୟାଙ୍କ ଗୁଡିକରେ ଦାବି ହୀନ ଖାତା ସମ୍ବନ୍ଧୀୟ ବିସ୍ତୃତ ସୂଚନା ବ୍ୟାଙ୍କ ପକ୍ଷରୁ ପ୍ରଦାନ କରାଯିବ।

ଜନ ସାଧାରଣ ନିଜ ପୁଞ୍ଜି ଉପରେ ପୂର୍ଣ୍ଣ ଅଧିକାର ସାବ୍ୟସ୍ତକୁ ସଫଳ କରିବା ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବ୍ୟାଙ୍କ ଓ ଅର୍ଥ ଲଗାଣ କାରୀ ସଂସ୍ଥା ମିଶି ଏହି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ଅଧିକାର ସଚେତନତା ଶିବିର ଭାରତ ସରକାରଙ୍କ ଅର୍ଥ ସେବା ବିଭାଗଙ୍କ ନିର୍ଦ୍ଦେଶ ମତେ ଆୟୋଜନ କରାଯାଉଛି ବୋଲି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ କ୍ଷେତ୍ରୀୟ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ଭଗତ ବେହେରା ଓ ଅଗ୍ରଣୀ ଜିଲ୍ଲା ପ୍ରବନ୍ଧକ ଅଜୟ କୁମାର ବେହେରା ଏକ ପ୍ରେସ ଇସ୍ତାହାରରେ ସୂଚନା ଦେଇଛନ୍ତି। ଏହା ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜିଲ୍ଲାର ସର୍ବ ସାଧାରଣ ଏବଂ ବ୍ୟାଙ୍କ ଖାତାଧିକାରୀ ମାନଙ୍କ ଅବଗତି ନିମନ୍ତେ ଜଣାଇଦିଆଯଗଲା।

'ଆପଣଙ୍କ ପୁଞ୍ଜି: ଆପଣଙ୍କ ଅଧିକାର' ନଭେମ୍ବର ୧୪ ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.