Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ନୂଆପଡା ଉପ ନିର୍ବାଚନ: ଦ୍ଵିତୀୟ ପର୍ଯ୍ୟାୟ ଗଣତି ଶେଷ, ୭୪୧୩ ଭୋଟରେ ବିଜେପି ଆଗୁଆ
ନିର୍ବାଚନ ଖବର

ନୂଆପଡା ଉପ ନିର୍ବାଚନ: ଦ୍ଵିତୀୟ ପର୍ଯ୍ୟାୟ ଗଣତି ଶେଷ, ୭୪୧୩ ଭୋଟରେ ବିଜେପି ଆଗୁଆ

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପ ନିର୍ବାଚନ: ଦ୍ଵିତୀୟ ପର୍ଯ୍ୟାୟ ଗଣତି ଶେଷ, ୭୪୧୩ ଭୋଟରେ ବିଜେପି ଆଗୁଆ

ଭୁବନେଶ୍ଵର: ଓଡିଶାର ଏକମାତ୍ର ନିର୍ବାଚନ ମଣ୍ଡଳୀ ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଦ୍ଵିତୀୟ ପର୍ଯ୍ୟାୟ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ନିର୍ବାଚନ କମିଶନ ଅନୁଯାୟୀ, ଜୟ ଢୋଲକିଆ ଏପର୍ଯ୍ୟନ୍ତ ୧୦,୪୩୬ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୦୨୩ ଟି ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କୁ ଏପର୍ଯ୍ୟନ୍ତ ୨୨୩୪ ଭୋଟ ମିଳିଛି।

ଏହିପରି ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ବିଜେପି ପ୍ରାର୍ଥୀ ୭୪୧୩ ଭୋଟରେ ଆଗରେ ଅଛନ୍ତି।

BJD BJP Congress Nuapada by election
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.