Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମ
ଆଜିର ଖବର

ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମ

November 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Mukesh Mahaling attends World Vasectomy Week celebrations in Bhubaneswar
Mukesh Mahaling attends World Vasectomy Week celebrations in Bhubaneswar

ଭୁବନେଶ୍ଵର: ପୁରୁଷ ବନ୍ଧ୍ୟାକରଣ ଦ୍ବାରା କୌଣସି ପୁରୁଷ ନିଜର ପୁରୁଷାକାର କରାଏ ନାହିଁ, ବରଂ ଏହା ସମାଜକୁ ଅଧିକ ସୁଦୃଢ କରିବାରେ ସହାୟକ ହୋଇଥାଏ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ କହିଛନ୍ତି। ଗୀତଗୋବିନ୍ଦ ସଦନରେ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ଆୟୋଜିତ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ, ଲୋକମାନଙ୍କୁ ଏ ଦିଗରେ ସଚେତନ କରାଯିବା ଆବଶ୍ୟକ। ଆଶାଦିଦି ମାନଙ୍କର ଏଥିରେ ବିଶେଷ ଭୂମିକା ରହିଛି ବୋଲି ସେ କହିଥିଲେ।

କୋରାପୁଟ, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼ ଓ କଳାହାଣ୍ଡି ଭଳି ଜନଜାତି ଜିଲ୍ଲାଗୁଡ଼ିକରେ ଏହି ସଚେତନତା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ଲାଗି ସେ ପରାମର୍ଶ ଦେଇଥିଲେ।

bhubaneswar Mukesh Mahaling World Vasectomy Week ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Latest News

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.