Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

November 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ
ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ(ପ୍ରଥମ) ରଞ୍ଜୁବାଳା ଲେଙ୍କା, ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟା ଏକ୍କା ଓ ବରିଷ୍ଠ ଆଇନଜୀବୀ ପ୍ରଭାତ କୁମାର ପଟ୍ଟଯୋଶୀ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ।

ସମ୍ବିଧାନ ଦିବସର ମହତ୍ୱ, ପାଳନର ତାତ୍ପର୍ଯ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ସମସ୍ତ ବିଚାରପତି ଆଲୋକପାତ କରିଥିଲେ। ଆଲୋଚନା ଚକ୍ରରେ ବରିଷ୍ଠ ଆଇନଜୀବୀ ରମେଶ ବିଷୋୟୀ, ଜଳଧର ପ୍ରଧାନ, ଭବାନୀ ଶଙ୍କର ଶତପଥୀ, ବିନୋଦ ବିହାରୀ ସ୍ୱାଇଁ, ପ୍ରଦୋଷ ପ୍ରଧାନ, ଫ୍ରଣ୍ଟ ଅଫିସ ରିଟେନର ରାମଚନ୍ଦ୍ର ପଲାଇ ଆଦି ଭାଗ ନେଇଥିଲେ। ସମ୍ବିଧାନ ଦିବସ ଅବସରରେ ଏହାର ମୌଳିକ ଅଧିକାର ଓ ମୌଳିକ କର୍ତ୍ତବ୍ୟ ବିଷୟରେ ବିଚାରପତି ଶ୍ରୀ ମହାପାତ୍ର ଆଲୋଚନା କରିବା ସହିତ ସମସ୍ତେ ସମ୍ବିଧାନର ମୁଖବନ୍ଧ ପାଠ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମସ୍ତ ଆଇନଜୀବୀ, କୋର୍ଟର ସମସ୍ତ କର୍ମଚାରୀ ଓ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।

ଆଲୋଚନା ଚକ୍ର ବାଣପୁର ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସମ୍ବିଧାନ ଦିବସ ପାଳନ

November 26, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଆୟୋଜିତ

November 25, 2025

ବାଲୁଗାଁରୁ ବାଣପୁର ବିଶାଳ ଏକତା ପଦଯାତ୍ରା

November 25, 2025

ବାଣପୁର ବ୍ଲକ ନିଳାଦ୍ରି ପ୍ରସାଦ ଗ୍ରାମ ପଂଚାୟତରେ ଜିଲ୍ଲାପାଳଙ୍କ ପଲ୍ଲୀରେ ପ୍ରଶାସନିକ ଜନଶୁଣାଣି ଶିବିର

November 24, 2025
Latest News

ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

November 26, 2025

ଆହୁରି କଷ୍ଟକର ହେଲା ଟିମ୍ ଇଣ୍ଡିଆ ପାଇଁ WTC ଫାଇନାଲ୍ ଯିବା ପଥ: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

November 26, 2025

ପଛରେ ପଡ଼ିଲା ବଲିଉଡ: YouTube ରେ 5 ବିଲିୟନରୁ ଅଧିକ ଭ୍ୟୁ ପାଇଲା ଟି-ସିରିଜର ‘ହନୁମାନ ଚାଳିଶା’

November 26, 2025

ପୂର୍ବତଟ ରେଳପଥ ଦ୍ୱାରା ସମ୍ବିଧାନ ଦିବସ ପାଳନ

November 26, 2025

ପ୍ରତିବର୍ଷ ୧ ଲକ୍ଷ ସୈନିକଙ୍କୁ ଦିଆଯିବ ନିଯୁକ୍ତି!: ଜାଣନ୍ତୁ କେବେ ଆରମ୍ଭ ଏହି ପ୍ରକ୍ରିୟା?

November 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.