Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ
ଆଜିର ଖବର

ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ
ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

ନୂଆଦିଲ୍ଲୀ: ସମ୍ବିଧାନ ଦିବସ ଉପଲକ୍ଷେ ବୁଧବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି।

ଏହି ଔପଚାରିକ ପ୍ରସ୍ତାବନା ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶ୍ରୀ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ କରାଯାଇଥିବା ପୋଷ୍ଟରେ ସୂଚନା ଦିଆଯାଇଛି ଯେ:

‘‘ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।’’

ଡକ୍ଟର ପି.କେ.ମିଶ୍ର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ହଜାର ହଜାର ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ରିଲାଏନ୍ସ ଜିଓର ପ୍ରୟାସ

January 29, 2026

ଭାରତର ଗଣତନ୍ତ୍ର ଏବଂ ଜନସଂଖ୍ୟା ବିଶ୍ୱ ପାଇଁ ଆଶାର କିରଣ: ପ୍ରଧାନମନ୍ତ୍ରୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନର ସଫଳତା: ଅଷ୍ଟ୍ରେଲିଆକୁ କଲା ପରାସ୍ତ

January 29, 2026

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

January 29, 2026
Latest News

ଓଡ଼ିଶାର ହଜାର ହଜାର ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ରିଲାଏନ୍ସ ଜିଓର ପ୍ରୟାସ

January 29, 2026

ଭାରତର ଗଣତନ୍ତ୍ର ଏବଂ ଜନସଂଖ୍ୟା ବିଶ୍ୱ ପାଇଁ ଆଶାର କିରଣ: ପ୍ରଧାନମନ୍ତ୍ରୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନର ସଫଳତା: ଅଷ୍ଟ୍ରେଲିଆକୁ କଲା ପରାସ୍ତ

January 29, 2026

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

January 29, 2026

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.