Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଂକଂରେ ସାତଟି ବହୁମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ: ୪୪ ମୃତ, ୩୦୦ ନିଖୋଜ
ଆଜିର ଖବର

ହଂକଂରେ ସାତଟି ବହୁମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ: ୪୪ ମୃତ, ୩୦୦ ନିଖୋଜ

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ହଂକଂରେ ସାତଟି ବହୁମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ୪୪ ମୃତ, ୩୦୦ ନିଖୋଜ
ହଂକଂରେ ସାତଟି ବହୁମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ୪୪ ମୃତ, ୩୦୦ ନିଖୋଜ

ନୂଆଦିଲ୍ଲୀ: ହଂକଂର ତାଇପୋରେ ବୁଧବାର ଅପରାହ୍ନରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କ ମୃତ୍ୟୁ ଏବଂ ୩୦୦ ନିଖୋଜ ଅଛନ୍ତି। ଖବର ଅନୁଯାୟୀ ନିଆଁ ସାତଟି କୋଠାରେ ବ୍ୟାପିଛି। ପୋଲିସ କହିଛି ଯେ, ଏହି ଘଟଣା ସହିତ ଜଡିତ ତିନି ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି।

ଅଗ୍ନିଶମ ସେବା ବିଭାଗ (FSD) କହିଛି ଯେ, ଭୀଷଣ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଲୋକ କୋଠାରେ ଫସି ରହିଛନ୍ତି। ନିଆଁ ଅନେକ କିଲୋମିଟର ଦୂରରୁ ଦେଖାଯାଉଥିଲା। ବୁଧବାର (୨୬ ନଭେମ୍ବର, ୨୦୨୫) ଅପରାହ୍ନ ୨:୫୧ ରେ ଅଗ୍ନିକାଣ୍ଡର ରିପୋର୍ଟ ପାଇଥିଲେ ଏବଂ ଏହାକୁ ୪ ନମ୍ବର ଆଲାର୍ମ (ହଂକଂରେ ଦ୍ୱିତୀୟ ସର୍ବୋଚ୍ଚ ଆଲାର୍ମ) ପ୍ରାୟ ୩:୩୦ ସମୟରେ ଘୋଷଣା କରିଥିଲେ।

arrest death fire Hong Kong
Share. Facebook Twitter LinkedIn Email WhatsApp Copy Link

Related Posts

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ସ୍ଥିର ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ମଞ୍ଜୁର କଲେ ସୁପ୍ରିମକୋର୍ଟ: ଜାଣନ୍ତୁ ସଂପୂର୍ଣ୍ଣ ମାମଲା

March 11, 2026
Latest News

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ସ୍ଥିର ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ମଞ୍ଜୁର କଲେ ସୁପ୍ରିମକୋର୍ଟ: ଜାଣନ୍ତୁ ସଂପୂର୍ଣ୍ଣ ମାମଲା

March 11, 2026

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.