Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ଶୀତ ଅଧିବେସନର ଦ୍ବିତୀୟ ଦିନ, ଅପରାହ୍ନରେ ଉପସ୍ଥାପିତ ହେବ ଅତିରିକ୍ତ ବଜେଟ
ଆଜିର ଖବର

ବିଧାନସଭା ଶୀତ ଅଧିବେସନର ଦ୍ବିତୀୟ ଦିନ, ଅପରାହ୍ନରେ ଉପସ୍ଥାପିତ ହେବ ଅତିରିକ୍ତ ବଜେଟ

November 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ଶୀତ ଅଧିବେସନ
ବିଧାନସଭା ଶୀତ ଅଧିବେସନର ଦ୍ବିତୀୟ ଦିନ, ଅପରାହ୍ନରେ ଉପସ୍ଥାପିତ ହେବ ଅତିରିକ୍ତ ବଜେଟ

ଭୁବନେଶ୍ବର: ଆଜି ବିଧାନସଭାର ଦ୍ବିତୀୟ ଦିନରେ ଗୃହ କାର୍ଯ୍ୟ ପ୍ରଶ୍ନ ଉତ୍ତର କାଳରୁ ଆରମ୍ଭ ହୋଇଛି। ଏଥିରେ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ଆଲୋଚନା ହୋଇଛି।

ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଅତିରିକ୍ତ ବଜେଟ ଉପସ୍ଥାପନା କରିବେ। ଏଥିରେ ସେ ୧୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନା କରିବେ ବୋଲି ଜଣାପଡିଛି।

ଗତକାଲି ଏକ ଐତିହାସିକ ମୁହୂର୍ତ୍ତରେ ଶୀତ ଅଧିବେସନ ଆରମ୍ଭ ହୋଇଛି। ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାରେ ନିଜର ଅଭିଭାଷଣ ରଖିଥିଲେ। ଯାହା ବିଧାନସଭା ଇତିହାସରେ କେବେ ଘଟି ନ ଥିଲା। ସେ ଦୀର୍ଘ ଅଭିଭାଷଣରେ ବିଧାୟକମାନେ କିପରି ସଂଜମତା ରକ୍ଷା କରିବେ ସେ ନେଇ ନିଜର ବକ୍ତବ୍ୟ ରଖିଥିଲେ।

ବିଧାନସଭା ବିଧାନସଭା ଶୀତ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026
Latest News

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.