Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
ରାଜ୍ୟ ଖବର

AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
AIDS Awareness Program
AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

AIDS Awareness Program: ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ବିଶ୍ଵ ଏଡସ ଦିବସରେ ଏଡସ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଏଡସକୁ ଆୟୁର୍ବେଦରେ ଓଜଃକ୍ଷୟ କୁହାଯାଏ। ଓଜଃ ବା ଇମ୍ୟୁନିଟି କମିଗଲେ ସମସ୍ତ ଜୀବାଣୁ ଭୂତାଣୁ ବ୍ୟାପିବା ସହଜ ହୁଏ।

ଏଚ୍ ଆଇ ଭି ଭୂତାଣୁ ସଂକ୍ରମଣ ଦ୍ଵରା ଏହି ରୋଗ ହୁଏ। ଅଶୋଧିତ ଛୁଞ୍ଚି,ଏଡସ ରୋଗୀର ରକ୍ତ ନେବା, ଆକ୍ରନ୍ତ ସହ ଯୌନ ସମ୍ପର୍କ, ଆକ୍ରାନ୍ତ ମା ଠାରୁ ଜନ୍ମିତ ଶିଶୁ ଏଡସ ରୋଗାକ୍ରାନ୍ତ ହୁଅନ୍ତି। ଇମ୍ମ୍ୟୁନିଟି କ୍ଷୟ ଅଧିକ ଧାତୁକ୍ଷୟ,ଉତ୍ତମ ଖାଦ୍ୟ ଅଭାବ, ଚିନ୍ତା, କ୍ରୋଧ ଦ୍ଵାରା ହୁଏ। ସରକାରୀ ସ୍ତରରେ ସମସ୍ତ ଚିକିତ୍ସା ଯୋଗାଇ ଦିଆଯାଉଛି ଏହାର ସୁଯୋଗ ନିଅନ୍ତୁ।ପ୍ରତିଦିନ ଯୋଗ ଆସନ ପ୍ରାଣାୟାମ କରନ୍ତୁ।

ସବୁ କାରଣ ଗୁଡ଼ିକ ଛାଡି ପ୍ରତିଦିନ ଆଧୁନିକ ଚିକିତ୍ସା ସହ ଇମ୍ୟୁନିଟି ବୃଦ୍ଧି ଓ ଉପଦ୍ରବ ଶାନ୍ତି ପାଇଁ ଗୁଳୁଚି, ତୁଳସୀ, ନିମ୍ବ, ବେଲ ପତ୍ର ଓ ଅଶ୍ଵଗନ୍ଧା ଚେର ଖାଆନ୍ତୁ। ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ। ସମାଜସେବୀ ଶ୍ରୀନିବାସ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

AIDS Awareness Program World AIDS Day ଏଡସ୍‌ ବିଶ୍ୱ ଏଡସ୍ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.