Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି
ଅନ୍ତରାଷ୍ଟ୍ରୀୟ

Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

December 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Putin Arrives in New Delhi
Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

Putin Arrives in New Delhi: ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ କିଛି ସମୟ ପୂର୍ବରୁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଥିଲେ।

ରାଷ୍ଟ୍ରପତି ପୁଟିନ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିବେ। ଉଭୟ ନେତା ପାରସ୍ପରିକ ଆଞ୍ଚଳିକ ଏବଂ ବିଶ୍ୱ ପ୍ରସଙ୍ଗରେ ମତ ବିନିମୟ କରିବେ। ବାଣିଜ୍ୟ, ଅର୍ଥନୀତି, ସ୍ୱାସ୍ଥ୍ୟସେବା, ଶିକ୍ଷା, ସଂସ୍କୃତି ଏବଂ ଗଣମାଧ୍ୟମ ସହିତ ଜଡିତ କ୍ଷେତ୍ର ସମେତ ଅନେକ ଚୁକ୍ତି ସ୍ୱାକ୍ଷରିତ ହେବାର ଆଶା କରାଯାଉଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସମ୍ମାନରେ ଏକ ଭୋଜି ଆୟୋଜନ କରିବେ।

Putin Arrives in New Delhi Russian President Putin ଭାରତ ଗସ୍ତରେ ଋଷ ରାଷ୍ଟ୍ରପତି ଭାରତରେ ପୁଟିନ
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026

ପଶ୍ଚିମ ଏସିଆ ସ୍ଥିତିକୁ ନେଇ ରାଜ୍ୟସଭାରେ ବୈଦେଶିକ ମନ୍ତ୍ରୀଙ୍କ ସ୍ୱତଃପ୍ରବୃତ୍ତ ବିବୃତ୍ତି

March 9, 2026

ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଭାରତରେ ମୁଦ୍ରାସ୍ଫୀତି ବୃଦ୍ଧି କରିବ କି?: ନିର୍ମଳା ସୀତାରମଣ କହିଲେ…..

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026
Latest News

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.