Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Law Minister’s Birthday: ବାଣପୁରରେ ପାଳନ ହେଲା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଜନ୍ମଦିନ
ଆଜିର ଖବର

Law Minister’s Birthday: ବାଣପୁରରେ ପାଳନ ହେଲା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଜନ୍ମଦିନ

December 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Law Minister's Birthday
ବାଣପୁରରେ ପାଳନ ହେଲା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଜନ୍ମଦିନ, କଲେ ସମୂହ ଦୀପଦାନ

Law Minister’s Birthday: ଶନିବାର ଦିନ ଚିଲିକା ବିଧାୟକ ତଥା ଓଡ଼ିଶାର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଜନ୍ମଦିବସ। ସେହି ଉପଲକ୍ଷେ ତାଙ୍କର ସୁଦୀର୍ଘ ଓ ନିରାମୟ ଜୀବନ କାମନା କରି  ବାଣପୁର ବ୍ଲକ ଅନ୍ତରକିଆରୀ ଗ୍ରାମସ୍ଥିତ ଭଗବତ ବାସୁଦେବ ମନ୍ଦିର ପରିସରରେ ସ୍ବେଛାସେବୀ ଯୁବକମାନଙ୍କ ଦ୍ୱାରା ସମୂହ ଦୀପଦାନ କରାଯାଇଛି। ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଚିଲିକା ମାଟିର ଗର୍ବ, ଗୌରବ ଓ ସୁଯୋଗ୍ୟ ସନ୍ତାନ ହୋଇଥିବା ବେଳେ ସେ ଓଡ଼ିଶାର ଜନାଦୃତ ଜନନେତା ହୋଇପାରିଛନ୍ତି।

ବିକଶିତ ଓଡ଼ିଶା ତଥା ବିକଶିତ ଚିଲିକା ଗଠନ ଦିଗରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅହରହ ପ୍ରଚେଷ୍ଟା ଜାରି ରଖିଥିବା ବେଳେ ତାଙ୍କର କଠିନ ପରିଶ୍ରମରେ ଅନୁପ୍ରାଣିତ ହୋଇ ଉକ୍ତ ସ୍ବେଛାସେବୀ ଯୁବକମାନେ ମନ୍ତ୍ରୀଙ୍କ ସୁଦୀର୍ଘ ଓ ନିରାମୟ ଜୀବନ କାମନା କରି ସମୂହ ଦୀପଦାନ କରିଥିଲେ।

ଏହି ଅବସରରେ ମହାପ୍ରଭୁଙ୍କ ନିକଟରେ ମନ୍ତ୍ରୀଙ୍କ ପାଇଁ ପୂଜାର୍ଚନା ମଧ୍ୟ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଆଇନଜୀବୀ ସୀତାରାମ ଅଗ୍ରୱାଲ, ଛାତ୍ରନେତା ପ୍ରିୟାଂଶୁ ପ୍ରଧାନ, ସୌରଭ ମହାପାତ୍ର, ରାକେଶ ପ୍ରଧାନ, ରାହୁଲ ଜେନା, ପିଣ୍ଟୁ ବଳିୟାରସିଂହ, ଚଦ୍ରଚୂଡ଼ ବେହେରା ଓ ବହୁ ସ୍ବେଛାସେବୀ ସାମିଲ ହୋଇଥିଲେ।

Law Minister's Birthday ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ମନ୍ତ୍ରୀଙ୍କ ଜନ୍ମଦିନ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.