Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି
ବିଶେଷ ଖବର

ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି

December 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧର୍ମଶାଳାରେ ପୁଣି ହିଂସା
ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି

ଯାଜପୁର: କିଛିଦିନ ବ୍ୟବଧାନ ପରେ ଧର୍ମଶାଳାରେ ପୁଣି ହିଂସା ଦେଖିବାକୁ ମିଳିଛି। ଆଜି ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଏବଂ ବିଧାୟକ ହିମାଂଶୁ ସାହୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି ହୋଇଛନ୍ତି। ଫଳରେ ଏଥିରେ ବହୁ କର୍ମି ଆହତ ହୋଇଥିବାର ସୂଚନା ମିଳିଛି। ତିନି ଜଣ ଗୁରୁତର ହେବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଘଟଣାରୁ ଜଣାପଡିଛି ଯେ, ପ୍ରଣବଙ୍କ ଜେନାପୁର ଥାନ ଅଧିନରେ ଥିବା ଏକ ଫାର୍ମ ହାଉସରେ କେତେକ କର୍ମି ଭୋଜି କରୁଥିଲେ। ହଠାତ ସେଠାରେ ବିଧାୟକ ହିଂମାଶୁଙ୍କ ସମର୍ଥକମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ ବୋଲି ବିଜେଡି ତରଫରୁ ଅଭିଯୋଗ କରାଯାଇଛି। ଅନ୍ୟପଟେ ବିଧାୟକଙ୍କ କାର୍ଯ୍ୟାଳୟରୁ କୁହାଯାଇଛି ଯେ, ହିମାଂଶୁଙ୍କ କର୍ମିମାନେ ସେହିବାଟରେ ଯାଉଥିବା ବେଳେ ପ୍ରଣବଙ୍କ କର୍ମି ଆକ୍ରମଣ କରିଥିଲେ। ଏହି ଘଟଣାରେ ହିମାଂଶୁଙ୍କ ସମର୍ଥକମାନେ ବହୁ ଗାଡି ଭାଙ୍ଗି ଦେଇଥିବାର ଜଣାପଡିଛି।  ଏ ନେଇ ହିମାଂଶୁଙ୍କ କର୍ମିମାନେ ଥାନାରେ ଏତଲା ଦେଇଛନ୍ତି।

ଧର୍ମଶାଳା ଧର୍ମଶାଳାରେ ପୁଣି ହିଂସା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025

ଓଡ଼ିଶା ପୁଲିସକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ନୂତନ ୱେବସାଇଟ୍‌କୁ ଲୋକାର୍ପଣ କଲେ ଡିଜିପି

December 15, 2025

ଲାଲ କରିଡରରୁ ନକ୍ସଲମୁକ୍ତ ଭାରତ ପର୍ଯ୍ୟନ୍ତ: 126 ରୁ 11 କୁ ଖସିଲା ନକ୍ସଲ ପ୍ରଭାବିତ ଜିଲ୍ଲା ସଂଖ୍ୟା

December 15, 2025
Latest News

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025

ଓଡ଼ିଶା ପୁଲିସକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ନୂତନ ୱେବସାଇଟ୍‌କୁ ଲୋକାର୍ପଣ କଲେ ଡିଜିପି

December 15, 2025

ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ ପାଇଁ ଟିମ୍ ଇଣ୍ଡିଆ ଦଳରେ ପରିବର୍ତ୍ତନ: ବାଦ ପଡିଲେ ଏହି ଅଲରାଉଣ୍ଡର

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.