Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି
ଆଜିର ଖବର

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଶାନ କିଶାନ
ମାତ୍ର ୩୬ ବଲ୍‌ରେ ଶତକ ହାସଲ କରିବାର ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ଭାଙ୍ଗିଲେ ଇଶାନ କିଶାନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ପ୍ରଥମ ସୟଦ ମୁସ୍ତାକ ଅଲି ଟ୍ରଫି ଟାଇଟଲ ଜିତିଛି। ଗୁରୁବାର ଖେଳାଯାଇଥିବା ଟାଇଟଲ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଝାଡ଼ଖଣ୍ଡ ୨୬୨ ରନର ବିଶାଳ ସ୍କୋର କରିଥିଲା। ଇଶାନ କିଶାନ ୧୦୧ ରନର ବିସ୍ଫୋରକ ଇନିଂସ ଖେଳିଥିଲେ। ଟାର୍ଗେଟ ପିଛା କରି ହରିୟାଣା ୧୯୩ ରନରେ ଅଲଆଉଟ ହୋଇଥିଲା। ଝାଡ଼ଖଣ୍ଡ ପାଇଁ ସୁଶାନ୍ତ ମିଶ୍ର ଏବଂ ବାଲ କୃଷ୍ଣ ପ୍ରତ୍ୟେକେ ତିନୋଟି ଲେଖାଏଁ ୱିକେଟ ନେଇଥିଲେ।

ଇଶାନ କିଷାନ ଫାଇନାଲର ହିରୋ

ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଝାଡ଼ଖଣ୍ଡ ୨୬୨ ରନର ବିଶାଳ ସ୍କୋର କରିଥିଲା। ଅଧିନାୟକ ଇଶାନ କିଶାନ ୧୦୧ ରନର ଏକ ଐତିହାସିକ ଇନିଂସ ଖେଳିଥିଲେ। ସେ ୪୯ ବଲରୁ ୧୦ଟି ଛକା ଏବଂ ୬ଟି ଚୌକା ମାରି ୧୦୧ ରନ କରିଥିଲେ। ସେ ସୟଦ ମୁସ୍ତାକ ଅଲି ଟ୍ରଫି ଇତିହାସରେ ପ୍ରଥମ ଅଧିନାୟକ ଭାବରେ ଟାଇଟଲ ମ୍ୟାଚ୍‌ରେ ଶତକ ହାସଲ କରିଥିଲେ।

ସୟଦ ମୁସ୍ତାକ ଅଲି ଟ୍ରଫି ଫାଇନାଲରେ ଇଶାନ କିଶାନଙ୍କୁ ପ୍ଲେୟାର ଅଫ୍ ଦି ମ୍ୟାଚ୍ ବିବେଚିତ କରାଯାଇଥିଲା। ଝାଡ଼ଖଣ୍ଡର ଅନୁକୂଳ ରୟ ପ୍ଲେୟାର ଅଫ୍ ଦି ଟୁର୍ଣ୍ଣାମେଣ୍ଟ ପୁରସ୍କାର ପାଇଥିଲେ।

Haryana Cricket Team ishan kishan Jharkhand Cricket Team SMAT 2025 Syed Mushtaq Ali Trophy Syed Mushtaq Ali Trophy Final
Share. Facebook Twitter LinkedIn Email WhatsApp Copy Link

Related Posts

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026
Latest News

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.