ଭୁବନେଶ୍ଵର: ନବରଙ୍ଗପୁର ଜିଲ୍ଲାର ଡାବୁଗାଁଠାରେ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି। ୩ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଖେଳ ମହୋତ୍ସବରେ କ୍ରିକେଟ, ଫୁଟବଲ, ଭଲିବଲ, ୧୦୦ -୨୦୦ ମିଟର ଦୌଡ , ଖୋଖୋ, ଲମ୍ବଡିଆଁ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମରେ ୧୨ ଟି ପଞ୍ଚାୟତର ଖେଳାଳି ଉପସ୍ଥିତ ଥିଲେ। ବିଡ଼ିଓ ଶରତ ମାଝୀ ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ।


