Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପମୁଖ୍ୟମନ୍ତ୍ରୀ
ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

KV Singh Deo warns of action against millers over paddy procurement delay

ଭୁବନେଶ୍ଵର: ଯଦି ମିଲର ସରକାରୀ ନିୟମ ନ ପାଳନ୍ତି ତାଙ୍କ ବିଦ୍ୟୁତ କଟାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଧାନ ନ ଉଠିବା ପ୍ରସଙ୍ଗରେ ମତ ରଖି ସେ କହିଛନ୍ତି କିଛି ରାଜନୈତିକ ଚକ୍ରାନ୍ତ ଯୋଗୁଁ ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହୋଇଛି। କୌଣସି ମିଲର ସରକାରଙ୍କୁ ବ୍ଲାକ ମେଲ କରିପାରିବେ ନାହିଁ। ଯିଏ ଏପରି କରିବ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ସିଂହଦେଓ ଚେତାବନୀ ଦେଇଛନ୍ତି।

action against millers KV Singh Deo paddy procurement delay ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ନବମ ବିଜୁ ମାରାଥନ: ୧୨୦୦ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

December 22, 2025

ଆଜି ସୋମବାରରେ ଏହି ସାତୋଟି ରାଶି ପାଇଁ ରହିଛି ଧମାଧମ ଲାଭ, କେବେ ଚିନ୍ତା କରି ନ ଥିବେ

December 22, 2025

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025
Latest News

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025

ନବମ ବିଜୁ ମାରାଥନ: ୧୨୦୦ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

December 22, 2025

ଆଜି ସୋମବାରରେ ଏହି ସାତୋଟି ରାଶି ପାଇଁ ରହିଛି ଧମାଧମ ଲାଭ, କେବେ ଚିନ୍ତା କରି ନ ଥିବେ

December 22, 2025

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.