Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬୬ତମ ଜାତୀୟ ଫିଲ୍ମ ପୁରସ୍କାରରେ ବାଜି ମାରିଲା ଅନ୍ଧାଧୁନ୍‌
ଆଜିର ଖବର

୬୬ତମ ଜାତୀୟ ଫିଲ୍ମ ପୁରସ୍କାରରେ ବାଜି ମାରିଲା ଅନ୍ଧାଧୁନ୍‌

August 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୬୬ତମ ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାରର ଘୋଷଣା କରାଯାଇଛି ।  ଶାସ୍ତ୍ରୀ ଭବନ ପରିସରରେ ପିଆଇବି କନଫରେନ୍ସ ହଲ୍‌ରେ ପୁରସ୍କାର ପ୍ରଦାନ ସମାବେଶର ଉତ୍ସବ ଆୟୋଜନ କରାଯାଇଛି । ଫିଚର ଫିଲ୍ମରେ ୩୧ଟି ଶ୍ରେଣୀରେ ଜାତୀୟ ପୁରସ୍କାର ଦିଆଯିବ । ୨୩ଟି ନନ୍‌ଫିଚର୍‌ ଫିଲ୍ମ  ଓ ୩୧ଟି ଫିଚର ଫିଲ୍ମ ପାଇଁ ଏହି ପୁରସ୍କାର ଦିଆଯିବ । ମୋଷ୍ଟ ଫିଲ୍ମ ଫ୍ରେଣ୍ଡଲୀ ଷ୍ଟେଟ୍‌ ପାଇଁ ଉତ୍ତରାଖଣ୍ଡକୁ ପୁରସ୍କାର ମିଳିବ । ପ୍ରତ୍ୟେକ ବର୍ଷ ନ୍ୟାସନାଲ୍‌ ଆଓ୍ବାର୍ଡର ଘୋଷଣା ଅପ୍ରେଲ୍‌ ମାସରେ କରାଯାଉଥିବାବେଳେ ଚଳିତ ବର୍ଷ ଲୋକସଭା ନିର୍ବାଚନ ପାଇଁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା । ତେବେ ଏହି ୬୬ ତମ ଜାତୀୟ ପୁରସ୍କାରରେ ବଲିଉଡ୍‌ଫିଲ୍ମ  ଅନ୍ଧାଧୁନ୍‌ ବାଜି ମାରିଛି। ଶ୍ରେଷ୍ଠ ଫିଲ୍ମ, ଶ୍ରେଷ୍ଠ ଚିତ୍ରନାଟ୍ୟ ଓ ଶ୍ରେଷ୍ଠ ଅଭିନେତାର ୩ଟି ପୁରସ୍କାର ପାଇଥିବାବେଳେ ’ଉରି’ ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ନିର୍ଦ୍ଦେଶକର ପୁରସ୍କାର ହାତେଇଛି । ସେହିପରି ଅକ୍ଷୟ କୁମାରଙ୍କ ଅଭିନୀତ ‘ପ୍ୟାଡମ୍ୟାନ୍‌’ ଶ୍ରେଷ୍ଠ ସାମାଜିକ ପ୍ରସଙ୍ଗ ଭିତ୍ତିକ ଫିଲ୍ମ ପୁରସ୍କାର ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026

ଆସନ୍ତାକାଲିଠାରୁ ଚାରିଦିନ ପାଇଁ ବନ୍ଦ ରହିବ ଦେଶର ସମସ୍ତ ବ୍ୟାଙ୍କ୍, ଜାଣନ୍ତୁ କାରଣ

January 23, 2026

ଭୁବନେଶ୍ବର ନାକାଗେଟ ଛକ ଠାରୁ କାଟେଣୀ ପର୍ଯ୍ୟନ୍ତ ରାସ୍ତା ହେବ ଚାରି ଲେନ

January 23, 2026
Latest News

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026

କଟକଠାରେ ପରାକ୍ରମ ଦିବସ ସମାରୋହରେ ଯୋଗ ଦେଲେ ଉପରାଷ୍ଟ୍ରପତି

January 23, 2026

ଆସନ୍ତାକାଲିଠାରୁ ଚାରିଦିନ ପାଇଁ ବନ୍ଦ ରହିବ ଦେଶର ସମସ୍ତ ବ୍ୟାଙ୍କ୍, ଜାଣନ୍ତୁ କାରଣ

January 23, 2026

Davos World Economic Forum: ତେଲେଙ୍ଗାନା ସ୍ବାକ୍ଷରିତ କଲା 30,000 କୋଟି ଟଙ୍କାର ବୁଝାମଣା

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.