Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆବର୍ଷ ପାଇଁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ଆଜିର ଖବର

ନୂଆବର୍ଷ ପାଇଁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

December 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର
Puri Police tighten security arrangement to manage new year crowd

ପୁରୀ: ନୂଆବର୍ଷ ପାଇଁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୭୦ ପ୍ଲାଟୁନ ଫୋର୍ସ ସମେତ ସିସିଟିଭି ବଳୟରେ ଭିଡ଼ ନିୟନ୍ତ୍ରଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଶ୍ରୀମନ୍ଦିର ଭିତରେ ୧୫୨ ଟି ସିସିଟିଭି ଏବଂ ବାହାରେ ୧୯୨ ସିସିଟିଭି ଲଗାଯାଇଛି। ୨ଜଣ କମାଣ୍ଡାଣ୍ଟ, ୧୩ ଜଣ ଅତିରିକ୍ତ ଏସପି, ୪୩ ଜଣ ଡିଏସପି, ୮୭ ଜଣ ଇନ୍ସପେକ୍ଟର, ୨୪୬ ଜଣ ଏସଆଇ ଏବଂ ଏଏସଆଇ ମୁତୟନ ରହିବେ ବୋଲି ପୁରୀ ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ବେଳାଭୂମିରେ ସୁରକ୍ଷିତ ସ୍ନାନକୁ ନେଇ ପ୍ରଶାସନ ଓ ଲାଇଫଗାର୍ଡ ତତ୍ପର ଥିବାବେଳେ ବ୍ୟାପକ ଆମ୍ବୁଲାନ୍ସ ମୁତୟନ କରାଯିବ।

ଶ୍ରୀମନ୍ଦିରକୁ ସିଂହଦ୍ଵାରରେ ପ୍ରବେଶ ଏବଂ ଅନ୍ୟ ତିନି ଦ୍ଵାରରେ ପ୍ରସ୍ଥାନ ବ୍ୟବସ୍ଥା ସହ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଅଛି। ପୁରୀର ସମସ୍ତ ପ୍ରବେଶ ପଥରେ କଡାକଡି ଯାଞ୍ଚ ସହ ପାର୍କିଂ ଉପରେ ମଧ୍ୟ ପୋଲିସ ଗୁରୁତ୍ୱ ଦେଇଥିବା ସେ କହିଛନ୍ତି।

new year crowd Puri Police security arrangement
Share. Facebook Twitter LinkedIn Email WhatsApp Copy Link

Related Posts

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.