Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ନବରଙ୍ଗପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

January 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Nityanand Gand Lays Foundation for Kasturba Girls’ School Hostels in Nabarangpur
Nityanand Gand Lays Foundation for Kasturba Girls’ School Hostels in Nabarangpur

ଭୁବନେଶ୍ଵର: ନବରଙ୍ଗପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ଶ୍ରୀ ଗଣ୍ଡ ଝରି ଗାଁ ବ୍ଲକର କରମରୀ ଓ ଉମରକୋଟ ବ୍ଲକର ବୁର୍ଜାଠାରେ କସ୍ତୁରବା ବାଳିକା ବିଦ୍ୟାଳୟର ଅତିରିକ୍ତ ହଷ୍ଟେଲ ଗୃହର ଶିଳାନ୍ୟାସ କରିଛନ୍ତି।

କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ସେ କହିଛନ୍ତି ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ପାଇଁ ସରକାର ବଦ୍ଧ ପରିକର। କାର୍ଯ୍ୟକ୍ରମରେ ସାଂସଦ ବଳଭଦ୍ର ମାଝୀ, ବିଧାୟକ ନରସିଂହ ଭତ୍ରା ପ୍ରମୁଖ ଉପସ୍ଥିତ ଥିଲେ।

Kasturba Girls’ School Hostels Nabarangpur Nityanand Gand
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.