Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୨୮ଟି ଏନଏସି ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ: ବିଡିଓମାନଙ୍କୁ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ବ
ଆଜିର ଖବର

ରାଜ୍ୟରେ ୨୮ଟି ଏନଏସି ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ: ବିଡିଓମାନଙ୍କୁ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ବ

January 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Minister Krishna Chandra Mohapatra Announces Funds Approved for Infrastructure
Minister Krishna Chandra Mohapatra Announces Funds Approved for Infrastructure

ଭୁବନେଶ୍ଵର: ରାଜ୍ୟରେ ୨୮ଟି ଏନଏସି ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ସବୁ ବିଡିଓମାନଙ୍କୁ ନୂଆ ଏନଏସିଗୁଡ଼ିକର ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ବ ଦିଆଯାଇଛି। ଏନଏସିର ନୂଆ କାର୍ଯ୍ୟାଳୟ ପାଇଁ ୬ କୋଟି ଟଙ୍କା ଏବଂ ରାସ୍ତା କାମ ଓ ଆଲୋକୀକରଣ ଲାଗି ୧ କୋଟି ଟଙ୍କା ପ୍ରଦାନ କରାଯାଇଥିବା ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି ଯେ, ୭ଟି ନୂଆ ମ୍ୟୁନିସିପାଲିଟିରେ ରାସ୍ତା କାମ ଏବଂ ଆଲୋକୀକରଣ ପାଇଁ ଦେଢ କୋଟି ଟଙ୍କା ଲେଖାଏଁ ଯୋଗାଇ ଦିଆଯାଇଛି। ପୁରୀ ସହରକୁ ମହାନଗର ମାନ୍ୟତା ମିଳିବା ପରେ ଆଖପାଖ ଅଞ୍ଚଳକୁ ମିଶାଇ ନୂଆ ସହର ବିକାଶ କରାଯିବ। ପୁରୀରେ ସ୍ବଚ୍ଛତା, ସହର ବିକାଶ, ଆଲୋକୀକରଣ ପାଇଁ ୫ କୋଟିରୁ ଅଧିକ ଟଙ୍କା ଯୋଗାଇ ଦିଆଯାଇଛି। ପୁରୀ, କଟକ, ପାରାଦୀପକୁ ନେଇ ଆର୍ଥିକ କ୍ଷେତ୍ର ବିକାଶ କରାଯିବ।

ସେହିପରି ଭୁବନେଶ୍ବରରେ ୨୬ଟି ରାଜସ୍ବ ଗ୍ରାମକୁ ସାମିଲ କରାଯିବ। ବ୍ରହ୍ମପୁର ମହାନଗର ପରିସରରେ ମଧ୍ୟ ଆଖପାଖର ୨୬ଟି ଗାଁକୁ ସାମିଲ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Funds Approved Minister Krishna Chandra Mohapatra
Share. Facebook Twitter LinkedIn Email WhatsApp Copy Link

Related Posts

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.