Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
ଆଜିର ଖବର

ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

January 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ବେଲଗାଁ ଥାନା ଅଞ୍ଚଳର ସାହାପୁର ଖାଜିପଲୀ ରାସ୍ତା କଡ଼ ଏକ ବିଲ ମାଳରୁ ଉଲଗ୍ନ ଅବସ୍ଥାରେ ଥିବା ଜଣେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ମରଶରୀରକୁ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣାରେ ପୋଲିସ ଏକ ଅପମୃତ୍ୟୁ ମାମଲା ନଂ ୧/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୁଚନା ଅନୁଯାୟୀ, ମୁଖ୍ୟ ରାସ୍ତା ଦେଇ ଯାଉଥିବା କିଛି ଲୋକ ଉକ୍ତ ଶବକୁ ଦେଖି ପୋଲିସକୁ ଖବର ଦେଇଥିଲେ।  ପୋଲିସ ତତକ୍ଷଣାତ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଆବଶ୍ୟକ ପଦକ୍ଷେପ ନେଇଛନ୍ତି ବୋଲି ଥାନା ଅଧିକାରୀ କହିଛନ୍ତି। ଅନ୍ୟ ପକ୍ଷରେ ପାଖାପାଖି ୪୦ ବର୍ଷ ର ଉକ୍ତ ଯୁବକକୁ ଯୋଜନାବଦ୍ଧ ଭାବେ ହତ୍ୟା କରିଥିବା ଅଞ୍ଚଳବାସୀଙ୍କ ଠାରୁ ଶୁଣିବାକୁ ମିଳୁଛି।

ଅଚିହ୍ନା ଯୁବକ ଗଞ୍ଜାମ ଜିଲ୍ଲା ବେଲଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.