Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇଟି ଭୁବନେଶ୍ୱରରେ ଭାରତ୍ ୟୁଥ୍ ଇନୋଭେସନ୍ ଚ୍ୟାଲେଞ୍ଜ କାର୍ଯ୍ୟକ୍ରମ
ଆଜିର ଖବର

ଆଇଆଇଟି ଭୁବନେଶ୍ୱରରେ ଭାରତ୍ ୟୁଥ୍ ଇନୋଭେସନ୍ ଚ୍ୟାଲେଞ୍ଜ କାର୍ଯ୍ୟକ୍ରମ

January 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
IIT Bhubaneswar organises Bharat Youth Innovation challenge
IIT Bhubaneswar organises Bharat Youth Innovation challenge

ଭୁବନେଶ୍ୱର: ଆଇଆଇଟି ଭୁବନେଶ୍ୱରରେ ‘ଡିଜାଇନ୍ ଫର୍ ଭାରତ୍ ୟୁଥ୍ ଇନୋଭେସନ୍ ଚ୍ୟାଲେଞ୍ଜ – ଓଡ଼ିଶା ଜୋନ୍’ କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଛି। କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧୀନରେ ‘ମାଇଁ ଭାରତ୍’ ପକ୍ଷରୁ ଆୟୋଜିତ ଏହି ରାଜ୍ୟସ୍ତରୀୟ ପ୍ରଦର୍ଶନୀରେ ଓଡ଼ିଶାର ୧୫ଟି ଦଳ ଭାଗ ନେଇଥିଲେ। ସାମାଜିକ ଓ ପ୍ରଯୁକ୍ତିଗତ ସମସ୍ୟାକୁ ନେଇ ତିଆରି କରାଯାଇଥିବା ନୂତନ ଡିଜାଇନ୍ ପ୍ରଦର୍ଶନ ହୋଇଥିଲା।

ପ୍ରଦର୍ଶନୀର ଶ୍ରେଷ୍ଠ ଦଳମାନେ ଆସନ୍ତା ୧୨ ଅଗଷ୍ଟ ୨୦୨୬ ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଜାତୀୟ ‘ଡିଜାଇନ୍ ଫର୍ ଭାରତ୍’ ପ୍ରଦର୍ଶନୀରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ। କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ମାଇଁ ଭାରତ ଓଡ଼ିଶାର ରାଜ୍ୟ ନିର୍ଦ୍ଦେଶକ ଶିବାଜୀ ମୁରଲିଧର ଖରାଟ ଯୋଗଦେଇଥିଲେ।

Bharat Youth Innovation IIT Bhubaneswar ଆଇଆଇଟି ଭୁବନେଶ୍ୱର ଭାରତ୍ ୟୁଥ୍ ଇନୋଭେସନ୍ ଚ୍ୟାଲେଞ୍ଜ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.