Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଦାନ୍ତ କଂପାନୀ ଅଧ୍ୟକ୍ଷଙ୍କ ପୁତ୍ର ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରକାଶ
ଆଜିର ଖବର

ବେଦାନ୍ତ କଂପାନୀ ଅଧ୍ୟକ୍ଷଙ୍କ ପୁତ୍ର ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରକାଶ

January 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଦାନ୍ତ କଂପାନୀ
ବେଦାନ୍ତ କଂପାନୀ ଅଧ୍ୟକ୍ଷଙ୍କ ପୁତ୍ର ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ବେଦାନ୍ତ ଗ୍ରୁପର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କ ପୁତ୍ର ଅଗ୍ନିବେଶ ଅଗ୍ରୱାଲଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ସେ ଅନୀଲଙ୍କ ଏପରି ଦୁଃଖ ସମୟରେ ପ୍ରଭୃ ଜଗନ୍ନାଥ ଧର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀ ଅଗ୍ନିବେଶ ଅଗ୍ରୱାଲଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଦୁଃଖିତ। ଏହା ଏକ ବିରାଟ କ୍ଷତି,  ଏହି କଷ୍ଟକର ସମୟରେ ମୋର ସମବେଦନା ଏବଂ ପ୍ରାର୍ଥନା ଆପଣଙ୍କ ଏବଂ ଆପଣଙ୍କ ପରିବାର ସହିତ ଅଛି। ମହାପ୍ରଭୂ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଏହି ଦୁଃଖ ସହ୍ୟ କରିବା ପାଇଁ ଶକ୍ତି ଏବଂ ସାହସ ପ୍ରଦାନ କରନ୍ତୁ। ଓମ୍ ଶାନ୍ତି।

I am deeply saddened by the untimely demise of Shri Agnivesh Agarwal. This is an immense loss, and my thoughts and prayers are with you and your family during this difficult time. May Mahaprabhu Shri Jagannath bless you with strength and courage to bear this grief. Om Shanti.🙏… https://t.co/GCnp07h2IS

— Mohan Charan Majhi (@MohanMOdisha) January 8, 2026

 

Agnivesh Agarwal Anil Agarwal Vedanta Vedanta Company ବେଦାନ୍ତ କଂପାନୀ ଲାଞ୍ଜିଗଡ ବେଦାନ୍ତ କଂପାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.