Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ
ଆଜିର ଖବର

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ
ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଶନି ମନ୍ଦିର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଧକ୍କାରେ ନିକଟସ୍ଥ ବାଜପଲୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଦିଗପହଣ୍ଡି ନିକଟସ୍ଥ ତୁରୁବୁଡି ଠାରୁ ଭୁବନେଶ୍ଵର ଯାଉଥିବା ବିଣାପାଣି ନାମକ ଏକ ଘରୋଇ ବସ୍ ରାସ୍ତାରେ ଚାଲି ଚାଲି ଯାଉଥିବା ଯୁବକଙ୍କୁ ଧକ୍କା ଦେଇଥିଲା। ଯାହା ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ ବସ୍ କୁ ଅଟକାଇ ରଖିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

ଦିଗପହଣ୍ଡି ଥାନା ବସ୍ ଧକ୍କା ଯୁବକଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026
Latest News

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.