Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

January 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୁଆଁ ବସଷ୍ଟାଣ୍ଡ କାଳି ମନ୍ଦିର ନିକଟରେ ଅମିତ୍ ମୁଖୀ ନାମକ ଜଣେ ଯୁବକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ହଠାତ୍ କିଛି ଯୁବକ ଆସି ତାଙ୍କୁ ଖଣ୍ଡାରେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି। ଗୁରୁତର ଅବସ୍ଥାରେ ଯୁବକ ଜଣକ ବଡଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଖବର ପାଇ ପୋଲିସ ଓ ବ୍ରହ୍ମପୁର ଏସପି ଡାକ୍ତରଖାନାରେ ପହଞ୍ଚି ଯୁବକ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ବୋଲି ଜଣାପଡିଛି।

ଆହତ ଯୁବକ ଜଣକର ନିଜ ଘର ବଡ଼ବଜାର ଥାନା ଅନ୍ତର୍ଗତ ଧାନମେରା ସାହି ହୋଇଥିବା ବେଳେ କିଛି ଯୁବକ ମାନଙ୍କ ସହ ତାର ମନୋମାଳିନ୍ୟ ହୋଇଥିଲା। ତେଣୁ କରି ପୁର୍ବ ଶତୃତାକୁ ନେଇ ଏହି ଭଳି ଆକ୍ରମଣ ହୋଇଛି ବୋଲି ଶୁଣିବାକୁ ମିଳୁଛି।

ଆତର୍କିତ ଆକ୍ରମଣ ବୈଦ୍ୟନାଥପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରନ୍ଧା ମଦ କାରଖାନା ଉପରେ ଚଢ଼ାଉ, ବହୁ ସାମଗ୍ରୀ ସହ ୫ ଗିରଫ

January 15, 2026

ଇରାନର ଖରାପ ପରିସ୍ଥିତି ମଧ୍ୟରେ ଏୟାର ଇଣ୍ଡିଆର ମାର୍ଗଦର୍ଶିକା ଜାରି 

January 15, 2026

ହିମାଚଳ ପ୍ରଦେଶରେ ଭୀଷଣ ଅଗ୍ନିକାଣ୍ଡ: ଛଅ ଜୀବନ୍ତ ଦଗ୍ଧ

January 15, 2026

ଆଜିଠାରୁ ଦୁଇ ଦିନିଆ ପଞ୍ଜାବ ଏବଂ ରାଜସ୍ଥାନ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 15, 2026
Latest News

ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

January 15, 2026

National Startup Day 2026: ଶୁକ୍ରବାରରେ ଆରମ୍ଭ ହେବ ଷ୍ଟାର୍ଟଅପ ଦିବସ, ଦିଆଯିବ 20 ଟି ପୁରସ୍କାର 

January 15, 2026

ରନ୍ଧା ମଦ କାରଖାନା ଉପରେ ଚଢ଼ାଉ, ବହୁ ସାମଗ୍ରୀ ସହ ୫ ଗିରଫ

January 15, 2026

ଇରାନର ଖରାପ ପରିସ୍ଥିତି ମଧ୍ୟରେ ଏୟାର ଇଣ୍ଡିଆର ମାର୍ଗଦର୍ଶିକା ଜାରି 

January 15, 2026

ହିମାଚଳ ପ୍ରଦେଶରେ ଭୀଷଣ ଅଗ୍ନିକାଣ୍ଡ: ଛଅ ଜୀବନ୍ତ ଦଗ୍ଧ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.