Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାତି 9ଟାରେ ନୂତନ ସଭାପତିଙ୍କ ନାମ ଘୋଷଣା କରିବ କଂଗ୍ରେସ
ଆଜିର ଖବର

ରାତି 9ଟାରେ ନୂତନ ସଭାପତିଙ୍କ ନାମ ଘୋଷଣା କରିବ କଂଗ୍ରେସ

August 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲୋକସଭା ନିର୍ବାଚନର ଶୋଚନୀୟ ପରାଜୟ ପରେ ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରଠାରୁ ଖାଲି ପଡିଥିବା ସଭାପତି ପଦବୀ ପାଇଁ ଆଜି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଉଛି । ନୂତନ ସଭାପତିଙ୍କ ନାମ ରାତି 9ଟାରେ ଘୋଷଣା କରାଯିବ ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେଓ୍ଵାଲା ପ୍ରକାଶ କରିଛନ୍ତି । ଦିଲ୍ଲୀ ସ୍ଥିତ କଂଗ୍ରେସ ମୁଖ୍ୟାଳୟରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକର ପ୍ରଥମ ଚରଣ ସମାପ୍ତ ହୋଇଥିବା ବେଳେ ଦ୍ବିତୀୟ ଚରଣ ରାତି 8ଟାରେ ଅନୁଷ୍ଠିତ ହେବ । ବୈଠକ ପରେ ନୂତନ ସଭାପତିଙ୍କ ନାମ ଘୋଷଣା ହେବ । ଉଭୟ ରାହୁଲ ଏବଂ ସୋନିଆ ଗାନ୍ଧୀ ସଭାପତି ଚୟନ ପ୍ରକ୍ରିୟାରୁ ନିଜକୁ ଦୂରେଇ ରଖିଥିବାରୁ ପ୍ରିୟଙ୍କାଙ୍କ ସଭାପତି ହେବାର ସମ୍ଭାବନା ଅଧିକ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚାପରେ ପାକିସ୍ତାନୀ ଖେଳାଳି: ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ଦଳରେ ବିଶେଷ ବ୍ୟକ୍ତିଙ୍କୁ କଲା ସାମିଲ

September 21, 2025

ଓଡ଼ିଶା ପାଇଁ ଗର୍ବ: ବିଶ୍ୱ ପାରା ଏଥ୍ଲେଟିକ୍ସରେ NTO ଭାବେ ଚୟନ ହେଲେ ମାଳବିକା ମିଶ୍ର

September 21, 2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ସେବା ପଖୱାଡା ଦିବସ ଓ ମାରାଥନ ରାଲି ଅନୁଷ୍ଠିତ

September 21, 2025
Latest News

ଚାପରେ ପାକିସ୍ତାନୀ ଖେଳାଳି: ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ଦଳରେ ବିଶେଷ ବ୍ୟକ୍ତିଙ୍କୁ କଲା ସାମିଲ

September 21, 2025

ଗମ୍ଭାରୀମୁଣ୍ଡା ଠାରେ “ମାଗଣା ସ୍ବାସ୍ଥ୍ୟ ସେବା ଶିବିର” ଆୟୋଜିତ

September 21, 2025

ଓଡ଼ିଶା ପାଇଁ ଗର୍ବ: ବିଶ୍ୱ ପାରା ଏଥ୍ଲେଟିକ୍ସରେ NTO ଭାବେ ଚୟନ ହେଲେ ମାଳବିକା ମିଶ୍ର

September 21, 2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025

ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.