Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମିରୀ ମହିଳାଙ୍କ ବିପକ୍ଷରେ ଅଶାଳୀନ ମନ୍ତବ୍ୟ : ଖଟ୍ଟର ଏବଂ ଗୋୟଲ୍‌ଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଦିଲ୍ଲୀ ମହିଳା କମିଶନଙ୍କ ଦାବି
ଆଜିର ଖବର

କାଶ୍ମିରୀ ମହିଳାଙ୍କ ବିପକ୍ଷରେ ଅଶାଳୀନ ମନ୍ତବ୍ୟ : ଖଟ୍ଟର ଏବଂ ଗୋୟଲ୍‌ଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଦିଲ୍ଲୀ ମହିଳା କମିଶନଙ୍କ ଦାବି

August 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ରାଜ୍ୟସଭା ସାଂସଦ ବିଜୟ ଗୋୟଲ କାଶ୍ମିରୀ ମହିଳାଙ୍କ ବିଷୟରେ ଅଶାଳୀନ ମନ୍ତବ୍ୟ ପ୍ରଦାନ କରି ଅଡୁଆରେ ପଡିଛନ୍ତି । ଉଭୟଙ୍କ ବିରୋଧରେ ମାମଲା ରୁଜୁ କରାଯିବା ଉଚିତ୍‌ ବୋଲି ଦିଲ୍ଳୀ ମହିଳା କମିଶନ ମତ ଦେଇଛନ୍ତି । ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ହେବା ପରେ ଜମ୍ମୁ କାଶ୍ମୀର ଏବଂ ଲଦାଖ ଅଲଗା ଅଲଗା କେନ୍ଦ୍ରଶାସିତ ଅଞ୍ଚଳ ଭାବରେ ଘୋଷିତ ହୋଇଥିଲେ । ଜମ୍ମୁ କାଶ୍ମୀରରୁ ସ୍ବତନ୍ତ୍ର ପାହ୍ୟା ହଟିବା ପରେ ଏଠିକାର ମହିଳା ମାନେ ଦେଶର ଅଲଗା ପ୍ରାନ୍ତରେ ବିବାହର ସୁଯୋଗ ପାଇ ପାରିବେ ବୋଲି ଉଭୟ ନେତା ମତ ଦେଇଥିଲେ । ଏହା କେବଳ କାଶ୍ମିରୀ ମା ଓ ଭଉଣୀ ନୁହନ୍ତି ବରଂ ସମଗ୍ର ଦେଶର ମହିଳା ମାନଙ୍କ ପାଇଁ ଅପମାନଜନକ ମନ୍ତବ୍ୟ ବୋଲି ମହିଳା କମିଶନଙ୍କ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚାପରେ ପାକିସ୍ତାନୀ ଖେଳାଳି: ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ଦଳରେ ବିଶେଷ ବ୍ୟକ୍ତିଙ୍କୁ କଲା ସାମିଲ

September 21, 2025

ଓଡ଼ିଶା ପାଇଁ ଗର୍ବ: ବିଶ୍ୱ ପାରା ଏଥ୍ଲେଟିକ୍ସରେ NTO ଭାବେ ଚୟନ ହେଲେ ମାଳବିକା ମିଶ୍ର

September 21, 2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ସେବା ପଖୱାଡା ଦିବସ ଓ ମାରାଥନ ରାଲି ଅନୁଷ୍ଠିତ

September 21, 2025
Latest News

ଚାପରେ ପାକିସ୍ତାନୀ ଖେଳାଳି: ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ଦଳରେ ବିଶେଷ ବ୍ୟକ୍ତିଙ୍କୁ କଲା ସାମିଲ

September 21, 2025

ଗମ୍ଭାରୀମୁଣ୍ଡା ଠାରେ “ମାଗଣା ସ୍ବାସ୍ଥ୍ୟ ସେବା ଶିବିର” ଆୟୋଜିତ

September 21, 2025

ଓଡ଼ିଶା ପାଇଁ ଗର୍ବ: ବିଶ୍ୱ ପାରା ଏଥ୍ଲେଟିକ୍ସରେ NTO ଭାବେ ଚୟନ ହେଲେ ମାଳବିକା ମିଶ୍ର

September 21, 2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025

ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.