Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳିଙ୍ଗ ଷ୍ଟାଡିୟମଠାରେ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ଓସଜାର ନବମ ବାର୍ଷିକ ପୁରସ୍କାର ସମାରୋହ
ଆଜିର ଖବର

କଳିଙ୍ଗ ଷ୍ଟାଡିୟମଠାରେ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ଓସଜାର ନବମ ବାର୍ଷିକ ପୁରସ୍କାର ସମାରୋହ

January 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Surjyabanshi Suraj and Hockey Olympian Dileep Tirkey attend OSJA Awards Ceremony
Surjyabanshi Suraj and Hockey Olympian Dileep Tirkey attend OSJA Awards Ceremony

ଭୁବନେଶ୍ଵର: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ଓସଜାର ନବମ ବାର୍ଷିକ ପୁରସ୍କାର ସମାରୋହ ଆଜି କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଛି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ହକି ଅଲିମ୍ପିଆନ ତଥା ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ପୁରସ୍କାର ପ୍ରଦାନ କରିଥିଲେ। ଶ୍ରେଷ୍ଠ କ୍ରୀଡ଼ାବିତ ଭାବେ ଉଦୀୟମାନ ବାଳିକା ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଏବଂ ଆଜୀବନ ଅବଦାନ ପାଇଁ ବରିଷ୍ଠ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ଏସ୍ଜା ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

ସେହିପରି କ୍ରୀଡ଼ାର ବିକାଶ ଦିଗରେ ପ୍ରମୁଖ ସହଯୋଗ ପାଇଁ ଏମଜିଏମ୍ ଗ୍ରୁପ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓସଜା ସଭାପତି ସନ୍ଦୀପ ମିଶ୍ର, ସଂପାଦକ ସୁରେଶ ସ୍ବାଇଁ, ଅଲିମ୍ପିଆନ ଦୂତୀ ଚାନ୍ଦ ଓ ଅନୁରାଧା ବିଶ୍ବାଳଙ୍କ ସମେତ ବହୁ ଆନ୍ତର୍ଜାତିକ ଖେଳାଳି, ପ୍ରଶିକ୍ଷକ ଓ କ୍ରୀଡ଼ାପ୍ରେମୀ ଯୋଗ ଦେଇଥିଲେ।

Dileep Tirkey Hockey Olympian OSJA Awards Ceremony Surjyabanshi Suraj
Share. Facebook Twitter LinkedIn Email WhatsApp Copy Link

Related Posts

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Latest News

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.