Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 
ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳ ଅଧିନସ୍ଥ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ତ୍ରୟୋଦଶ ଶ୍ରେଣୀର ଛାତ୍ରୀମାନଙ୍କ ପାଇଁ ଚଳିତ ମାସ ୦୯ ତାରିଖଠାରୁ ୧୯ ତାରିଖ ପର୍ଯ୍ଯନ୍ତ ଆଠଦିନ ଧରି ଚାଲିଥିବା ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ କାର୍ଯ୍ୟକ୍ରମର ଆଜି ଉଦ୍ ଯାପନ ଉତ୍ସବ ପାଳନ ହୋଇଅଛି୲ ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଡ.ଏସ୍.ପି.ଏନ୍.ଏସ୍.ବର୍ମା ମହୋଦୟ ଛାତ୍ରୀମାନଙ୍କୁ ଓଡ଼ିଶା ସରକାର ତଥା ଉଚ୍ଚ ଶିକ୍ଷାବିଭାଗର ଏହି ଭଳି ଛାତ୍ରୀମାନଙ୍କର ସର୍ବାଙ୍ଗ ବିକାଶ ନିମିତ୍ତ ପଦକ୍ଷେପ ସ୍ବାଗତଯୋଗ୍ୟ ଓ ଫଳପ୍ରଦ ବୋଲି ନିଜର ମତପ୍ରକାଶ କରିବା ସହ ଆତ୍ମରକ୍ଷା ଗୁରୁତ୍ୱପୂର୍ଣ୍ଣ ଦିଗ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି୲

ସୂଚନାଯୋଗ୍ୟ ଯେ, ଦୀର୍ଘ ଆଠଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଦେବାର ଦାୟିତ୍ବ ବହନ କରିଥିଲେ ମହାବିଦ୍ୟାଳୟର ପୂର୍ବତନ ଛାତ୍ରୀ ସୋନି ମୁଦୁଲି ଏବଂ ଜି.ସାବିତ୍ରୀ ଆଚାରୀ। ଏତଦବ୍ୟତୀତ କାର୍ଯ୍ୟକ୍ରମର ସଂଯୋଜିକା ରୂପେ କାର୍ଯ୍ୟ କରିଥିବା ଇଂରାଜୀ ବିଭାଗର ଅଧ୍ୟାପିକା ମିକି ମନସ୍ୱିନୀ ସମସ୍ତ ଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରାଇଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ତାଲିମ୍ ଶିବିର ବାଣପୁର ମହିଳା ଆତ୍ମରକ୍ଷା କୌଶଳ
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.