Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ
ଆଜିର ଖବର

ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ

January 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Minister Prithviraj Harichandan attends 80th Odisha Diploma Engineers’ Annual Meet
Minister Prithviraj Harichandan attends 80th Odisha Diploma Engineers’ Annual Meet

ଭୁବନେଶ୍ଵର: ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀ ଭୁବନେଶ୍ୱର ସ୍ଥିତ ଓଡ଼ିଶା ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଇଞ୍ଜିନିୟର ଶ୍ରୀକାନ୍ତ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆଇନ୍ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇଥିଲେ। ଡିପ୍ଲୋମା ଇଂଜିନିୟରମାନେ ନିଷ୍ଠାର ସହ କାର୍ଯ୍ୟ କଲେ ୨୦୩୬ ମସିହା ସୁଦ୍ଧା ବିକଶିତ ଓଡିଶା ସମ୍ଭବ ହେବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି।

ତୃଣମୂଳ ସ୍ତରରେ କ୍ଷେତ୍ର କର୍ମଚାରୀ ଭାବେ ବିକଶିତ ଓଡିଶାର ଆଦ୍ୟ ବିନ୍ଧାଣୀ ହେଉଛନ୍ତି ଡିପ୍ଲୋମା ଇଂଜିନିୟର। ରାଜ୍ୟର ବିକାଶରେ, ବିଶେଷ କରି ନିର୍ମାଣ କ୍ଷେତ୍ରରେ ସେମାନଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି ସେ ମତବ୍ୟକ୍ତ କରିଛନ୍ତି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତ ରାଜ ବିଭାଗର ମନ୍ତ୍ରୀ ରବି ନାରାୟଣ ନାୟକ, ବିଧାୟକ ବାବୁ ସିଂ ପ୍ରମୁଖ ଯୋଗ ଦେଇଥିଲେ।

Annual Meet disha Diploma Engineers prithviraj harichandan ଅଶୀତମ ବାର୍ଷିକ ସମ୍ମିଳନୀ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026
Latest News

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.