Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରୋଜଗାର ମେଳା: ଆଜି ୬୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ରୋଜଗାର ମେଳା: ଆଜି ୬୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

January 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରୋଜଗାର ମେଳା
 ଆଜି ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ୬୧ ହଜାରରୁ ଅଧିକ ନବ ନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ।

ପୂର୍ବାହ୍ନ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାରେ, ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନୂତନ ଭାବେ ନିଯୁକ୍ତି ପାଇଥିବା ଯୁବକଯୁବତୀମାନଙ୍କୁ ଏହି ନିଯୁକ୍ତି ପତ୍ର ବଣ୍ଟନ କରାଯିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତି ପାଇଥିବା ବ୍ୟକ୍ତିମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ। ଦେଶର ୪୫ଟି ସ୍ଥାନରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ।

ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ଅନୁଯାୟୀ, ‘ରୋଜଗାର ମେଳା’ ଦୂରଦୃଷ୍ଟିକୁ କାର୍ଯ୍ୟକାରୀ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ। ସମଗ୍ର ଦେଶରେ ବିଭିନ୍ନ ସମୟରେ ଆୟୋଜିତ ରୋଜଗାର ମେଳା ମାଧ୍ୟମରେ ସରକାର ୧୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।

ବିଭିନ୍ନ ପ୍ରାନ୍ତରୁ ମନୋନୀତ ଏହି ନୂତନ କର୍ମଚାରୀମାନେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସମେତ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ନିଯୁକ୍ତି ପତ୍ର ବଣ୍ଟନ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026
Latest News

ପିସିବିର ସର୍ତ୍ତ ପ୍ରତ୍ୟାଖ୍ୟାନ: ଡବ୍ଲ୍ୟୁସିଏଲ୍‌ରୁ ଓହରିଲା ପାକିସ୍ତାନ

October 6, 2026

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.