Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଆଞ୍ଚଳିକ

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ଵର: ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆମକୁ ସୁରକ୍ଷା ପ୍ରଦାନ କରୁଥିବା ଦେଶପ୍ରତି ଆମର ଭକ୍ତି, ସେବା, ଆନୁଗତ୍ୟ ପ୍ରଦର୍ଶନ କରିବା ଆମର ନୈତିକ କର୍ତ୍ତବ୍ୟ ବୋଲି ନିଜର ଅଭିଭାଷଣରେ କହିଥିଲେ।

ଏହି ଅବସରରେ ବିଦ୍ୟାଳୟର ଚାରୋଟି ସଦନ ଭକ୍ତି, ସ୍ତୁତି, ଶ୍ଳୋକ ଓ ମନ୍ତ୍ର ତଥା ରେଡ୍.କ୍ରସ୍, ଏନ୍.ସି.ସି. (ଏୟାର, ଆର୍ମି, ନାଭାଲ), କବ୍, ବୁଲ୍.ବୁଲ୍, ସ୍କାଉଟ୍ ଆଣ୍ଡ ଗାଇଡ୍ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ପ୍ୟାରେଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ମନ୍ତ୍ର ସଦନର ବିଦ୍ୟାର୍ଥୀ ଚମ୍ପିୟାନ୍ ହୋଇଥିବା ବେଳେ ଭକ୍ତି ସଦନର ବିଦ୍ୟାର୍ଥୀ ରନର୍ସ ଅପ୍ ହୋଇଥିଲେ। ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସାମୂହିକ ସଂଗୀତ ଏବଂ ଚିତ୍ତାକର୍ଷକ ନୃତ୍ୟ ପରିବେଷିତ ହୋଇଥିଲା। ଜାତୀୟତାବୋଧ ଭାବଗମ୍ଭୀର ପରିବେଶ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

ଡିଏଭି ଶିକ୍ଷାନୁଷ୍ଠାନ ଜୋନ୍ ଏଫ୍ ର ସହ ଆଞ୍ଚଳିକ ଅଧିକାରୀ ତଥା ଡିଏଭି ପୋଖରୀପୁଟର ଅଧ୍ୟକ୍ଷ ବିପିନ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।

ଡିଏଭି ପୋଖରୀପୁଟ ଭୁବନେଶ୍ଵର ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026

ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

January 24, 2026

ଲେପଟନାଣ୍ଟ ଲକ୍ଷ୍ମୀପ୍ରିୟା ଚାନ୍ଦଙ୍କର ଦର୍ଶନ ଶାସ୍ତ୍ରରେ ପିଏଚ୍‌ଡି ଲାଭ

January 24, 2026

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026
Latest News

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2026

ଭାରତ ବିଷୟରେ EU ମୁଖ୍ୟଙ୍କ ବଡ଼ ବୟାନ: ଟ୍ରମ୍ପ ସମେତ ସମଗ୍ର ବିଶ୍ୱକୁ ଦେଲେ ବାର୍ତ୍ତା

January 26, 2026

ହିନ୍ଦୁ ସଂଗଠନର ଦାବି: ତାଜମହଲରେ ପ୍ରଥମ ଥର ପାଇଁ ଉତ୍ତୋଳନ କଲେ ଜାତୀୟ ପତାକା

January 26, 2026

ସାଧାରଣତନ୍ତ୍ର ଦିବସ ୨୦୨୬: କଟକରେ ପତାକା ଉତ୍ତୋଳନ କରି ଅଭିଭାଷଣ ରଖିଲେ ମୁଖ୍ୟମନ୍ତ୍ରୀ 

January 26, 2026

ଗଣତନ୍ତ୍ର ଦିବସରେ ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ତାଜା ମୂଲ୍ୟ

January 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.