Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ଅପରାଧ

ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

January 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବିଗତ କିଛି ବର୍ଷ ପୁର୍ବେ ଘଟିଥିବା ହିଲ୍ ପାଟଣା ଅଞ୍ଚଳର ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟାକାଣ୍ଡର ରାୟ ପ୍ରକାଶ ପାଇଛି। ଆଜି ଅତିରିକ୍ତ ଜିଲ୍ଲା ଜଜ୍ ବିବଶ୍ଵତ ଗୌତମ ଏହି ମାମଲାର ରାୟ ଦେଇଛନ୍ତି। ଏହି ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ନଗଦ ୫ ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଦାଲତ ଅଧିକ ଚାରି ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।

ଆଜୀବନ କାରାଦଣ୍ଡ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ଅଭିଯୁକ୍ତ ହତ୍ୟାକାଣ୍ଡ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃଆରୀ ୧୭ରୁ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ: ୨୦ ରେ ଆଗତ ହେବ ବଜେଟ

January 30, 2026

T20 ବିଶ୍ୱକପ୍ ପୂର୍ବରୁ ଭାରତ ବିରୁଦ୍ଧରେ ଅପପ୍ରଚାର ଆରମ୍ଭ କରିଛି ପାକିସ୍ତାନ: ମିଥ୍ୟା କାହାଣୀର ପର୍ଦ୍ଦାଫାସ

January 30, 2026

ଅନଲାଇନ୍ ଠକେଇ ମାମଲା: ଚୀନ୍‌ରେ ୧୧ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ

January 30, 2026

ଭାରତ ବନାମ ନ୍ୟୁଜିଲାଣ୍ଡ ପଞ୍ଚମ ଟି-୨୦ କେବେ ଏବଂ କେଉଁଠି ହେବ? ଜାଣନ୍ତୁ ସମସ୍ତ ବିବରଣୀ

January 30, 2026
Latest News

ଫେବୃଆରୀ ୧୭ରୁ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ: ୨୦ ରେ ଆଗତ ହେବ ବଜେଟ

January 30, 2026

ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

January 30, 2026

T20 ବିଶ୍ୱକପ୍ ପୂର୍ବରୁ ଭାରତ ବିରୁଦ୍ଧରେ ଅପପ୍ରଚାର ଆରମ୍ଭ କରିଛି ପାକିସ୍ତାନ: ମିଥ୍ୟା କାହାଣୀର ପର୍ଦ୍ଦାଫାସ

January 30, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ

January 30, 2026

ଅନଲାଇନ୍ ଠକେଇ ମାମଲା: ଚୀନ୍‌ରେ ୧୧ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ

January 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.