Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା
ଆଞ୍ଚଳିକ

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା
ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

ଟାଙ୍ଗୀ: ଆଜି ଶନିବାର ଦିନ ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଏବଂ ଯୁବରେଡ କ୍ରସର ମିଳିତ ଆନୁକୂଲ୍ୟରେ ଏକ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା ଓ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରାରେ କଲେଜର ଅଧ୍ୟକ୍ଷ ମହେନ୍ଦ୍ର କୁମାର ପ୍ରଧାନ ନୀଳ ପତାକା ଦେଖାଇ ଶୋଭାଯାତ୍ରାଟିର ଶୁଭାରମ୍ଭ କରିଥିଲେ। ଏହି ସଭାରେ ଟାଙ୍ଗୀ ଥାନା IIC ରବୀନ୍ଦ୍ର କୁମାର ଭୁଜବଳ ଏବଂ ସମସ୍ତ ପୋଲିସ କର୍ମଚାରୀ ତଥା କଲେଜର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଯୋଗ ଦେଇଥିଲେ।ଶୋଭାଯାତ୍ରାଟି କଲେଜ ପରିସର ମଧ୍ୟରୁ ଚିଲିକା ଛକ ପର୍ଯ୍ୟନ୍ତ ଯାଇଥିଲା।

ଏହି ଶୋଭାଯାତ୍ରାରେ ଛାତ୍ରଛାତ୍ରୀ ମାନେ ଯେଉଁ ଗାଡି ଚାଳକ ମାନେ ହେଲମେଟ ପିନ୍ଧି ନ ଥିଲେ ତାଙ୍କୁ ଚକୋଲେଟ ଦେଇ ଜଣେ ସଚେତନ ନାଗରିକ ଭାବରେ ସ୍ୱାଗତ ଜଣାଇଥିଲେ ଏବଂ ଯେଉମାନେ ହେଲମେଟ ପିନ୍ଧିନଥିଲେ ତାଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ। ଛାତ୍ରଛାତ୍ରୀମାନେ ସଡକ ସୁରକ୍ଷା ଜୀବନ ରକ୍ଷା ବାର୍ତା ସହିତ ଗାଡି ଚାଳକ ମାନଙ୍କୁ ହେଲମେଟ ପିନ୍ଧିବା, ନିଶାରୁ ନିବୃତ୍ତ ରହିବା, ଅଠର ବର୍ଷ ନହେଲେ ଗାଡି ଚଳାଇବା ନାହିଁ ଆଦି ଗାଡି ଚାଳକ ମାନଙ୍କୁ ବୁଝାଇଥିଲେ।ପରିଶେଷରେ ଛାତ୍ରଛାତ୍ରୀ ମାନେ କଲେଜ ପରିସର ମଧ୍ୟଙ୍କୁ ପ୍ରତ୍ୟାବର୍ତ୍ତନ କରିଥିଲେ।

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁବରେଡ କ୍ରସ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.