Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି
ଜାତୀୟ ଖବର

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Budget 2026
Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

Budget 2026: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ 2026 ଉପସ୍ଥାପନ କରିବାକୁ ଯାଉଛନ୍ତି। ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଅଧିକାରୀମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ଅର୍ଥମନ୍ତ୍ରୀଙ୍କୁ ଦହି ଏବଂ ଚିନି ଖୁଆଇ ଥିଲେ।

ସାଧାରଣତଃ କୌଣସି ଶୁଭ କାମ କରିବାକୁ ଯିବା ବେଳେ ଘରର ମୁରବୀ ମହିଳା ତାଙ୍କୁ ଦହି ଚିନି ଖାଇବାକୁ ଦିଅନ୍ତି। ବିଶ୍ବାସ ରହିଛି ଦହିଚିନି ଖାଇବାକୁ ଦେଲେ ସମସ୍ତ କାର୍ଯ୍ୟ ସଫଳ ବା ଶୁଭ ହୋଇଥାଏ। ଦହି ସ୍ବଚ୍ଛତା ଏବଂ ଚିନି ମଧୁରତାର ପ୍ରତୀକ ଭାବେ ବିବେଚନା କରାଯାଏ। ପିଲାମାନେ ପରୀକ୍ଷା ଦେବାକୁ ଯିବା ବେଳେ ଘରର ବୟସ୍କ ମହିଳା ଏହିପରି ଦହିଚିନି ଖାଇବାକୁ ଦେଇ ଆର୍ଶିବାଦ କରିଥାନ୍ତି।

ଠିକ ସେହିପରି ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବା ପୂର୍ବରୁ ରାଷ୍ଟ୍ରପତି ତାଙ୍କୁ ଦହି ଚିନି ଖାଇବାକୁ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ସୀତାରମଣଙ୍କୁ ଦହି ଖୁଆଥିବା ଫଟୋ ରାଷ୍ଟ୍ରପତି ତାଙ୍କ ସାମାଜିକ ଗଣମାଧ୍ୟମରେ ମଧ୍ୟ ପୋଷ୍ଟ କରିଛନ୍ତି। ଗତଥର ମଧ୍ୟ ରାଷ୍ଟ୍ରପତି ନିର୍ମଳାଙ୍କୁ ଦହି ଖୁଆଇଥିଲେ।

Budget 2026 କେନ୍ଦ୍ର ବଜେଟ ବଜେଟ 2026 ରାଷ୍ଟ୍ରପତି ଭବନରେ ଅର୍ଥମନ୍ତ୍ରୀ ରାଷ୍ଟ୍ରପତି ଭଭନରେ ଅର୍ଥମନ୍ତ୍ରୀ ସାଧାରଣ ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.