Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ
ବିଶେଷ ଖବର

ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ

February 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରକାଶ ପାଇଲା ୩୫ ପୌରାଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା 
ପ୍ରକାଶ ପାଇଲା ୩୫ ପୌରାଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା 

ଭୁବନେଶ୍ଵର: ରାଜ୍ୟରେ ଓଡିଶା ସରକାରଙ୍କ ଦ୍ଵାରା ସଚିବ ସ୍ତରରେ ବଡ଼ ଅଦଳବଦଳ କରାଯାଇଛି। ବରିଷ୍ଠ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ସହ ରାଜସ୍ୱ ବିଭାଗକୁ ବଦଳି କରାଯାଇଛି। ନଗର ଉନ୍ନୟନ ବିଭାଗର ଦାୟିତ୍ୱ ସହ ଉଷା ପାଢ଼ୀଙ୍କୁ ଇଡ୍‌କୋ ଅଧ୍ୟକ୍ଷା ଭାବେ ଦାୟିତ୍ୱ ମିଳିଛି।

ସେହିଭଳି ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏହା ବ୍ୟତୀତ ସେ ସାଧାରଣ ପ୍ରଶାସନ ବିଭାଗର କାର୍ଯ୍ୟ ମଧ୍ୟ ତୁଲାଇବେ। ବିଷ୍ଣୁପଦ ସେଠୀଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଥିବା ବେଳେ ତାଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ବର୍ତ୍ତମାନ ଉନ୍ନୟନ କମିଶନର ଭାବେ କାର୍ଯ୍ୟରତ ଦେଓ ରଞ୍ଜନଙ୍କୁ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀର ଡିଜି ଭାବେ ଦାୟିତ୍ୱ ମିଳିଛି। ଏଥିସହିତ ସେ ଶ୍ରମ ଏବଂ ବିଜ୍ଞାନ ଓ କାରିଗରୀ ବିଭାଗର ଦାୟିତ୍ୱ ମଧ୍ୟ ସମ୍ଭାଳିବେ।

ସେହିପରି ସଚିନ ରାମଚନ୍ଦ୍ର ଯାଦବଙ୍କୁ କୃଷି ସଚିବ ସହ କ୍ରୀଡ଼ା ଓ ଯୁବ ବ୍ୟାପାର, ଗିରିଶ ଏସଏନ୍‌ ଙ୍କୁ OMC ଅଧ୍ୟକ୍ଷ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଶୁଭା ଶର୍ମାଙ୍କୁ ଜଳସମ୍ପଦ ବିଭାଗର ନୂଆ ପ୍ରମୁଖ ସଚିବ, ଏନବିଏସ୍‌ ରାଜପୁତଙ୍କୁ ପରିବହନ ପ୍ରମୁଖ ସଚିବ ସହ OSRTC ଦାୟିତ୍ୱ, ସାଦୀକ୍‌ ଆଲମଙ୍କୁ CRUT ର ନୂଆ ଏମ୍‌ଡି, ମାନ୍‌ସୀ ନିମ୍ଭାଲଙ୍କୁ ମିଶନ ଶକ୍ତି ବିଭାଗ ସଚିବ ଏବଂ ବଲୱନ୍ତ ସିଂହଙ୍କୁ ଓଡ଼ିଶା ହାଇୱେ ଅଥରିଟିର ଏମ୍‌ଡି ଏବଂ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି।

ଅରବିନ୍ଦ ପାଢୀ ଓଡିଶା ସରକାର ରାଜସ୍ୱ ବିଭାଗ ସଚିବ ସ୍ତରରେ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ତ୍ରୀକୁ ହାଣିଦେଲା ସ୍ଵାମୀ

August 6, 2026

ଆସନ୍ତା ୮ ରେ କେନ୍ଦ୍ରୀୟ ବିଦ୍ୟାଳୟର ଭୂମି ପୂଜନ କରିବେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 6, 2026

ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷରିତ

August 6, 2026

ଜିଓର ଓଡ଼ିଶାର ବନ୍ୟା ପ୍ରଭାବିତ ଅଞ୍ଚଳରେ ଭରସାଯୋଗ୍ୟ ଟେଲିକମ୍ ନେଟୱାର୍କ ଜାରି

August 6, 2026
Latest News

କୋଠା ଭୁଷୁଡି ଚାଲିଗଲା ୬ ଜୀବନ

August 6, 2026

ସ୍ତ୍ରୀକୁ ହାଣିଦେଲା ସ୍ଵାମୀ

August 6, 2026

ଆସନ୍ତା ୮ ରେ କେନ୍ଦ୍ରୀୟ ବିଦ୍ୟାଳୟର ଭୂମି ପୂଜନ କରିବେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 6, 2026

ଆରଇପିସିଓ ବ୍ୟାଙ୍କର ସଫଳତାକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

August 6, 2026

ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷରିତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.