Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..
ଜାତୀୟ ଖବର

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆୟୁଷ ଡାକ୍ତରମାନଙ୍କ ବଢିଲା ଦରମା
ଆୟୁଷ ଡାକ୍ତରମାନଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

୫ ବର୍ଷରୁ କମ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତର ମାନଙ୍କ ଦରମା ମାସକୁ ୨୦ ହଜାର ଟଙ୍କା ବୃଦ୍ଧି ପାଇଛି। ଏହାଦ୍ବାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି। ସେହିପରି ୫ରୁ ୧୦ ବର୍ଷ ମଧ୍ୟରେ ସେବା କରିଥିବା ଡାକ୍ତର ମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧିପାଇଁ ୭୪,୪୬୭ ଟଙ୍କାରେ ପହଞ୍ଚିଛି। ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧିପାଇ ୮୦,୪୬୭ ହୋଇଥିବ ବେଳେ, ୧୫ ବର୍ଷରୁ ଉର୍ଦ୍ଧ୍ବସେବା ପାଇଁ ଆୟୁଷ ଡାକ୍ତର ମାନଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି।

ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର ନିୟୋଜିତ ଅଛନ୍ତି ଏବଂ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାର ବର୍ଷକୁ ପ୍ରାୟ ୧ କୋଟି ଟଙ୍କା ଅଧିକ ବ୍ୟୟ କରିବେ। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟରେ ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଆୟୁଷ ଡ଼ାକ୍ତର ଆୟୁଷ ଡାକ୍ତରମାନଙ୍କ ବଢିଲା ଦରମା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026
Latest News

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.