Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଚିଲିକା: ଭିବି ଜି ରାମ ଜି ଅଧୀନରେ ବ୍ଲକ୍ ସ୍ତରରେ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହି ଭିବି ଜି ରାମ ଜି ର ଉଦ୍ଦେଶ୍ୟ ଓ ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବିଷୟରେ ବ୍ଲକ ଉନ୍ନୟନ ଅଧିକାରୀ, AEE ଏବଂ APO VB-G RAMG ମାଧ୍ୟମରେ ଗ୍ରାମୀଣ ଅଞ୍ଚଳରେ ସରକାରୀ ଯୋଜନାର ସଠିକ୍ କାର୍ଯ୍ୟାନ୍ୱୟନ, ବିଧିବିଧାନ, ବୈଶିଷ୍ଟ୍ୟ ଓ ଲାଭ ସମ୍ପର୍କରେ ଜନସାଧାରଣଙ୍କ ସଚେତନ ଭାଗୀଦାରୀ ସୁନିଶ୍ଚିତ କରିବା ଥିଲା।

ମାନ୍ୟବର ଅଧ୍ୟକ୍ଷ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ଭିବି ଜି ରାମ ଜି ଗ୍ରାମ ସ୍ତରରେ ଉନ୍ନତିକୁ ସଫଳ ରୂପାୟନ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମ ଓ ଏଥିରେ ସମସ୍ତଙ୍କ ସହଯୋଗ ଅତ୍ୟାବଶ୍ୟକ।

ସେହିପରି ଉପାଧ୍ୟକ୍ଷ ଭିବି ଜି ରାମ ଜି ଅଧୀନରେ ଚାଲୁଥିବା କାର୍ଯ୍ୟକ୍ରମଗୁଡ଼ିକୁ ସଫଳ କରିବା ପାଇଁ ଜନସାଧାରଣଙ୍କୁ ସଚେତନ ଓ ସକ୍ରିୟ ଭାଗଗ୍ରହଣ କରିବାକୁ ଆହ୍ୱାନ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସ୍ତରର ଅଧିକାରୀ, କର୍ମଚାରୀ, ଜନପ୍ରତିନିଧି, MATE ଓ ସାଧାରଣ ଜନସାଧାରଣ ଉପସ୍ଥିତ ରହିଥିଲେ।

ଚିଲିକା ଜନସଚେତନତା କାର୍ଯ୍ୟକ୍ରମ ଭିବି ଜି ରାମ ଜି
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.