Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ
ଜାତୀୟ ଖବର

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?
ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

ନୂଆଦିଲ୍ଲୀ: ୨୦୨୬ ଟି-୨୦ ବିଶ୍ଵକପରେ ଭାରତ ପୁଣିଥରେ ପାକିସ୍ତାନକୁ ଧୁଳି ଚଟାଇଛି। ଟିମ ଇଣ୍ଡିଆ ୬୧ ରନ ବ୍ୟବଧାନରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୭ ୱିକେଟ ହରାଇ ୧୭୫ ରନ କରିଥିଲା। ଜବାବରେ ପାକିସ୍ତାନ ୧୮ ଓଭରରେ ମାତ୍ର ୧୧୪ ରନ କରି ସମସ୍ତ ୱିକେଟ ହରାଇଥିଲା। ବିସ୍ଫୋରକ ବ୍ୟାଟିଂ ଯୋଗୁଁ ଈଶାନ କିଶାନଙ୍କୁ ମ୍ୟାନ ଅଫ ଦ ମ୍ୟାଚ ବିବେଚିତ କରାଯାଇଥିଲା। ଇଶାନ କିଶାନ ୪୦ ବଲରୁ ୧୦ ଚୌକା ଏବଂ ୩ ଛକା ସହାୟତାରେ ୭୭ ରନ କରିଛନ୍ତି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୨୯ ବଲରେ ୩୨ ରଣ କରିଥିବା ବେଳେ ତିଲକ ବର୍ମା ୨୪ ବଲରେ ୨୫ ରନ, ଶିବମ ଦୁବେ ମଧ୍ୟ ୧୭ ବଲରୁ ଗୁରୁତ୍ୱପୂର୍ଣ୍ଣ ୨୭ ରନ କରିଛନ୍ତି। ଏହା ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଭାରତର ସର୍ବାଧିକ ସ୍କୋର।

ପାକିସ୍ତାନ ପାଇଁ ସିୟାମ ଆୟୁବ ୪ ଓଭରରେ ୨୫ ରନ ଦେଇ ସର୍ବାଧିକ ୩ ଟି ୱିକେଟ ନେଇଥିବା ବେଳେ ଉସମାନ ତାରିକ ଚାରି ଓଭରରେ ୨୪ ରନ ଦେଇ ଗୋଟିଏ ୱିକେଟ ନେଇଥିଲେ।

ପାକିସ୍ତାନ ପକ୍ଷରୁ ଉସମାନ ଖାନ ସର୍ବାଧିକ ୪୪ ରନ କରିଥିବା ବେଳେ ଶହୀନ ଆଫ୍ରିଦୀ ୨୩* ରନ କରିଥିଲେ।

ଭାରତ ପାଇଁ ବୋଲିଂ କରି ହାର୍ଦ୍ଦିକ ପାଣ୍ଡ୍ୟା, ବରୁଣ ଚକ୍ରବର୍ତ୍ତୀ ଏବଂ ଜସପ୍ରିତ ବୁମରାହ ୨ ଟି ଲେଖାଏଁ ୱିକେଟ ନେଇଥିଲେ।

ଏହି ବିଜୟ ସହିତ ୨୦୨୬ ଟି-୨୦ ବିଶ୍ଵକପରେ ଭାରତସୁପର-୮ ରେ ନିଜର ସ୍ଥାନ ସୁରକ୍ଷିତ କରିଛି।

Abhishek Sharma cricket world cup IND VS PAK India Vs Pakistan ishan kishan Mens T20 World Cup Salman Agha Suryakumar Yadav. T20 World Cup 2026
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.