Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଆଜିର ଖବର

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dharmendra Pradhan attends Closing Ceremony of 3rd Inter-District Football Tournament
Dharmendra Pradhan attends Closing Ceremony of 3rd Inter-District Football Tournament

ସମ୍ବଲପୁର: ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଆୟୋଜିତ ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଖେଳ ହାର-ଜିତର ମାଧ୍ୟମ ନୁହେଁ, ଏହା ଅନୁଶାସନ, ଏକାଗ୍ରତା ଏବଂ ଟିମ ଓ୍ୱାର୍କ ଶିଖାଇଥାଏ ବୋଲି ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି।

ଏଭଳି ଏକ ସୁନ୍ଦର ପ୍ରତିଯୋଗିତା ଆୟୋଜନ କରି ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିଥିବାରୁ ଆୟୋଜକ କମିଟିକୁ ସାଧୁବାଦ ଜଣାଇଛନ୍ତି। ଏଥିସହ ଖେଳାଳିମାନେ ଆଗାମୀ ଦିନରେ ଆମ ସମ୍ବଲପୁର ଏବଂ ଓଡ଼ିଶାକୁ ଗୌରବାନ୍ୱିତ କରିବେ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି।

Closing Ceremony dharmendra pradhan Inter-District Football Tournament ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପନୀ ସମାରୋହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026
Latest News

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.