Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ
ବିଶେଷ ଖବର

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ବିଧାନସଭା
ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ଆଠ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏଥିରେ ବିଧାୟକମାନେ କିପରି ଶାନ୍ତି ଶୃଙ୍ଖଳା ଗୃହରେ ବଜାଇ ରଖିବେ ସେ ନେଇ ସମସ୍ତଙ୍କୁ ଅପିଲ କରିଛନ୍ତି।

ଏହି ବୈଠକରେ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିଧାୟକ ଜୟ ନାରାୟଣ ମିଶ୍ର, ବିଜେଡିର ତଥା ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳର ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡମ ପ୍ରମୁଖ ଯୋଗଦେଇଥିଲେ।

ବୈଠକ ପରେ ବାଚସ୍ପତି କହିଛନ୍ତି ଯେ, ବଜେଟ ଉପସ୍ଥାପନ ଯୋଗୁଁ ଏଥର ଅଧିବେଶନ ବେଶ ଗୁରୁତ୍ୱପୂର୍ଣ୍ଣ। ଗୃହ କିପରି ଶାନ୍ତି ଶୃଙ୍ଖଳାରେ ଚାଲିବ ଏହା ଉପରେ ସବୁ ଦଳର ନେତାମାନଙ୍କ ସହ ଆଲୋଚନା କରିଛି। ସମସ୍ତେ ସହଯୋଗ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି। ଅନ୍ୟପକ୍ଷରେ ବିଧାନସଭା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବି ସବୁ ଦଳକୁ ଗୃହରେ ଶାନ୍ତି ବଜାୟ ପାଇଁ ଅପିଲ କରିଛନ୍ତି।

odisha assembly Odisha Budget 2026 ଆସନ୍ତାକାଲି ବିଧାନସଭା ବଜେଟ ଅଧିବେସନ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.