Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସ୍‌ଇ ଫି ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
ଆଜିର ଖବର

ସିବିଏସ୍‌ଇ ଫି ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଶୁଳ୍କ ବୃଦ୍ଧି ନେଇ  ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି। ଏକା ସାଙ୍ଗରେ ଏତେ ଫି ବୃଦ୍ଧି ଅଭିଭାବକଙ୍କୁ ବାଧିବ । ସ୍କୁଲ ଖୋଲିବା ପରେ ଏହି ଫି ବୃଦ୍ଧିର ପ୍ରକ୍ରିୟା ଓ କାରଣର ତର୍ଜମା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ସିବିଏସଇ ଦଶମ ଓ ଦ୍ୱାଦଶ  ଶ୍ରେଣୀ ପରୀକ୍ଷା ଫି ବୃଦ୍ଧି ପାଇଛି । ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ଅସନ୍ତୋଷ ପ୍ରକାଶ କରିଛି । ବର୍ତ୍ତମାନ ସୁଦ୍ଧା ଏସ୍‌ସି-ଏସ୍‌ଟି ଛାତ୍ରଛାତ୍ରୀମାନେ ୫୦ ଟଙ୍କା ପରୀକ୍ଷା ‘ଫି’ ଦେଉଥିଲେ । କିନ୍ତୁ ବିଜ୍ଞପ୍ତି ଅନୁସାରେ ନୂତନ ନିୟମ ଆଧାରରେ ସେମାନେ ୧୨୦୦ ଶହ ଟଙ୍କା ଦେବାକୁ ପଡ଼ିବ । ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀମାନେ ପରୀକ୍ଷା ଫି ପୂର୍ବରୁ ୧୨୦୦ଟଙ୍କା ଦେଉଥିବା ବେଳେ ବର୍ତ୍ତମାନ ନୂତନ ନିୟମ ଅନୁସାରେ ୧୫ ଶହ ଟଙ୍କା ପୈଠ କରିବାକୁ ପଡ଼ିବ । ମାଇଗ୍ରେସନ୍‌ ଫି ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କା ଦେବାକୁ ପଡ଼ିବ। ଏବଂ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ କୌଣସି ଫି ଦେବାକୁ ପଡ଼ିବ ନାହିଁ ବୋଲି ନୂତନ ନିୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.