Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳରେ ପ୍ରଳୟଙ୍କାରୀ ବନ୍ୟା : ମୃତ୍ୟୁ ସଂଖ୍ୟା 76କୁ ବୃଦ୍ଧି
ଆଜିର ଖବର

କେରଳରେ ପ୍ରଳୟଙ୍କାରୀ ବନ୍ୟା : ମୃତ୍ୟୁ ସଂଖ୍ୟା 76କୁ ବୃଦ୍ଧି

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ପରେ ସଙ୍ଗୀନ ଅବସ୍ଥା ଧାରଣ କରିଛି କେରଳର ବନ୍ୟା ପରସ୍ଥିତି । ବିଗତ ତିନି ଦିନ ମଧ୍ୟରେ ବନ୍ୟା ଏବଂ ଭୂସ୍ଖଳନ କାରଣରୁ କେରଳରେ ମୃତ୍ୟୁ ସଂଖ୍ୟା 76କୁ ବୃଦ୍ଧି ପାଇଛି । 14ଟି ଜିଲ୍ଲା ବନ୍ୟା ଦ୍ବାରା ପ୍ରଭାବିତ ହୋଇଥିବା ବେଳେ 6ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି । କେରଳର ଓ୍ବାୟାନାଡ୍‌ରୁ ସାଂସଦ ରହିଥିବା ରାହୁଲ ଗାନ୍ଧୀ ରବିବାର କେରଳ ଭ୍ରମଣରେ ଯାଇଥିବା ବେଳେ ସୋମବାର ରିଲିଫ୍‌ ପ୍ରଦାନ ପାଇଁ ନିବେଦନ କରିଛନ୍ତି । କସାରଗଡ, କନ୍ନୁର, ଓ୍ବାୟାନାଡ, କୋଝିକୋଡ, ମାଲାପ୍ପୁରମ୍‌ ଏବଂ ଇଡୁକ୍କି ନିମନ୍ତେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ରାହୁଲ ଗାନ୍ଧୀ ନିଜର ଫେସ୍‌ବୁକ୍ ପେଜ୍‌ ଜରିଆରେ ଓ୍ବାୟନାଡ୍‌କୁ ସହାୟତା କରିବା ପାଇଁ ନିବେଦନ କରିଛନ୍ତି । କେରଳର ବନ୍ୟା ପରସ୍ଥିତିର ମୁକାବିଲା ପାଇଁ 173ଟି ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ କରାଯାଇଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026
Latest News

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.