Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ
ଆଜିର ଖବର

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Shubha Sharma Chairs 7th PMC Meeting of Rengali Project
Shubha Sharma Chairs 7th PMC Meeting of Rengali Project

ଭୁବନେଶ୍ଵର: ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଆଜି ବିଭାଗୀୟ ସମ୍ମିଳନୀ କକ୍ଷରେ ଜେଆଇସିଏ ( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରକଳ୍ପ ଅଧୀନରେ ଥିବା ସମୁଦାୟ ୩୯,୪୧୬ ହେକ୍ଟର ଅଞ୍ଚଳରେ ଜଳ ପରିଚାଳନା ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ପାଣି ପଞ୍ଚାୟତଗୁଡ଼ିକର ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ।

ଏଥିସହ ପ୍ରକଳ୍ପର ସଫଳ ରୂପାୟନ ପାଇଁ ଆପଣାଯାଇଥିବା ଶ୍ରେଷ୍ଠ ଅଭ୍ୟାସଗୁଡ଼ିକର ତଥ୍ୟଭୁକ୍ତ କରିବା ଏବଂ ଏହାର ସାମାଜିକ-ଆର୍ଥିକ ପ୍ରଭାବର ଅନୁଧ୍ୟାନ ଉପରେ ଆଲୋଚନା ହୋଇଥିଲା। ଏହାସହ କାର୍ଯ୍ୟାନ୍ୱୟନରେ ରହୁଥିବା ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ଏବଂ ଚାଲୁ ରହିଥିବା ନିର୍ମାଣ କାର୍ଯ୍ୟକୁ ସମୟସୀମା ମଧ୍ୟରେ ଶେଷ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।

ଏହି ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସାଗର ମହାନ୍ତି, ଜାଇକାର ମୁଖ୍ୟ ଯନ୍ତ୍ରୀ ବିଜ୍ଞାନ ପ୍ରସାଦ ସାହୁ ଏବଂ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

 

PMC Meeting Rengali Project Shubha Sharma
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026

ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ମାଛ ଧରା: ଓଡ଼ିଶାର ଦୁଇ ମତ୍ସ୍ୟଜୀବୀ ପାଇଲେ ପ୍ରବେଶ ପାସ୍

February 22, 2026

ଇକୋ ରିଟ୍ରିଟ୍‍ ପରିଚାଳନା ପାଇଁ ଦୁଇଟି ସଂସ୍ଥାକୁ ଦିଆଯିବ ୩୦ କୋଟିିିି ଟଙ୍କା

February 22, 2026

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026
Latest News

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026

ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ମାଛ ଧରା: ଓଡ଼ିଶାର ଦୁଇ ମତ୍ସ୍ୟଜୀବୀ ପାଇଲେ ପ୍ରବେଶ ପାସ୍

February 22, 2026

ଇକୋ ରିଟ୍ରିଟ୍‍ ପରିଚାଳନା ପାଇଁ ଦୁଇଟି ସଂସ୍ଥାକୁ ଦିଆଯିବ ୩୦ କୋଟିିିି ଟଙ୍କା

February 22, 2026

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.