Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା
ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ନବ କିଶୋର ମହାନ୍ତିଙ୍କ ବିୟୋଗରେ ମହାବିଦ୍ୟାଳୟ ପକ୍ଷରୁ ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ବରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ବୃନ୍ଦ ଓ କର୍ମଚାରୀଗଣ ତାଙ୍କ ଅମର ଆତ୍ମାର ସଦଗତି କାମନା ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ।

ମହାବିଦ୍ୟାଳୟକୁ ଶିକ୍ଷା, ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରରେ ଉନ୍ନତି କରିବା‌ ଏବଂ ଅନୁଷ୍ଠାନକୁ‌ ଶିଖରରେ ପହଞ୍ଚାଇବାରେ‌ ପ୍ରଫେସର ନବକିଶୋର ମହାନ୍ତିଙ୍କ ଅନବଦ୍ୟ ଅବଦାନ ରହିଥିଲା ଏବଂ ତାଙ୍କର ଦାୟିତ୍ବବୋଧତା, ସମୟାନୁବର୍ତ୍ତିତା, କର୍ତ୍ତବ୍ୟନିଷ୍ଠ, ସଚ୍ଚୋଟତା ଫଳରେ ସେ ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ମାନଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିଥିଲେ।

ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ‌, ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ଃ କୈଳାସ ଚନ୍ଦ୍ର ମହାରଣା ପ୍ରମୁଖ ପ୍ରଫେସର ମହାନ୍ତିଙ୍କ ଅବର୍ତ୍ତମାନରେ ତାଙ୍କ କର୍ମମୟ ଜୀବନ ସମ୍ପର୍କରେ ମତବ୍ୟକ୍ତ କରି ସ୍ମୃତିଚ଼ାରଣ କରିଥିଲେ।

ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗ ପ୍ରଫେସର ନବ କିଶୋର ମହାନ୍ତି ବାଲୁଗାଁ ମହାବିଦ୍ୟାଳୟ ସ୍ମୃତି ଚ଼ାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026

ବାଣପୁର ମାଁ ଭଗବତୀଙ୍କ ପୀଠରେ ‘ଜୟ ମାଁ ଭଗବତୀ’ ଗୀତ ରିଲିଜ

October 20, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026
Latest News

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.