Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
ଆଜି ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧:୧୫ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ “ସ୍ଥାୟୀ ଏବଂ ସୁଦୃଢ଼ ଅର୍ଥନୈତିକ ଅଭିବୃଦ୍ଧି” ବିଷୟବସ୍ତୁ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ।

ଏହି ବିଷୟବସ୍ତୁ ଅନ୍ତର୍ଗତ, ବିଭିନ୍ନ କ୍ଷେତ୍ରକୁ ସାମିଲ କରି ଚାରୋଟି ଅଲଗା ୱେବିନାର ଅଧିବେଶନ ଆୟୋଜନ କରାଯାଉଛି। ସେଥିରେ (୧) ଉତ୍ପାଦନ, ଶିଳ୍ପ ଉନ୍ନୟନ ଏବଂ ରଣନୈତିକ କ୍ଷେତ୍ର (୨) ଲଘୁ ଏବଂ ମଧ୍ୟମ ଉଦ୍ୟୋଗ, ଆର୍ଥିକ ଏବଂ ବଜାର ପ୍ରବେଶ (୩) ସହର ଅର୍ଥନୈତିକ କ୍ଷେତ୍ର ଏବଂ (୪) ଭିତ୍ତିଭୂମି, ଲଜିଷ୍ଟିକ୍ସ ଏବଂ ମାଲ ପରିବହନ ଅନ୍ତର୍ଭୁକ୍ତ।

ବଜେଟ୍ ପରବର୍ତ୍ତୀ ୱେବିନାରରେ ଶିଳ୍ପ ସ୍ତର ବିସ୍ତାର, ପ୍ରଯୁକ୍ତିବିଦ୍ୟା ନେତୃତ୍ୱକୁ ଗଭୀର କରିବା ଏବଂ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡିକର ମୂଳଦୁଆକୁ ସୁଦୃଢ଼ କରିବା ପାଇଁ ଭବିଷ୍ୟତ ସଂସ୍କାର ପ୍ରୟାସ ଉପରେ ଆଲୋକପାତ କରାଯିବ। ଆଲୋଚନାରେ ଏହି ପ୍ରାଥମିକତାଗୁଡିକୁ ପ୍ରଭାବଶାଳୀ କାର୍ଯ୍ୟରେ ପରିଣତ କରିବା ଉପରେ ଧ୍ୟାନ ଦିଆଯିବ। ଏଥିପାଇଁ ଉଦ୍ୟୋଗଜଗତର ଅଂଶଗ୍ରହଣକାରୀଙ୍କ କ୍ଷେତ୍ରୀୟ ଅନୁଭବ ଦ୍ୱାରା ମାର୍ଗଦର୍ଶନ ହାସଲ କରାଯିବ, ଯାହା ଅଧିକ ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନରେ ସହାୟକ ହେବ।

ନରେନ୍ଦ୍ର ମୋଦୀ ବଜେଟ୍‍ ପରବର୍ତ୍ତୀ ୱେବିନାର ସ୍ଥାୟୀ ଏବଂ ସୁଦୃଢ଼ ଅର୍ଥନୈତିକ ଅଭିବୃଦ୍ଧି
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026
Latest News

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026

ନୌବାଣିଜ୍ୟର ସ୍ମାରକୀ ‘ସାତଭାୟା’ ଓ ‘ତଅପୋଇ’ କାହାଣୀ

September 15, 2026

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.