Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
ଆଞ୍ଚଳିକ

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ରଣପୁର: ବୁଧବାର ରାତିରେ ସଡ଼କ ଦୁର୍ଘଟଣାରେ ଜଣେ ୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯୁବକ ଜଣକ ହେଲେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ବିଲଗାଡ଼ିଆ ଗ୍ରାମର ଶରତ ପଟ୍ଟନାୟକଙ୍କ ପୁତ୍ର ଆଶୀର୍ବାଦ ପଟ୍ଟନାୟକ।

ଅଭିଯୋଗ ଅନୁଯାୟୀ ବୁଧବାର ରାତି ପ୍ରାୟ ସାଢେ ୧୧ ଟା ବେଳେ ଓଡି-୨୫-ଏସ-୩୪୯୪ ନମ୍ବର ବିଶିଷ୍ଟ ମୋଟର ସାଇକେଲର ପଛ ପଟେ ବସି ରଣପୁରରୁ ନିଜ ଗାଁ ବିଲଗାଡ଼ିଆକୁ ଫେରୁଥିଲେ। ଶଙ୍ଖମୂଳ ନିକଟରେ ଥିବା କଟକଟି ଶଙ୍ଖ ଠାରେ ଗାଡି ଚାଳକ ଶୀତାକାନ୍ତ ସାମନ୍ତରାୟ ଗାଡି ମୋରମ ଗଦା ଉପରେ ଚଢି ଯାଇଥିଲା। ଯାହା ଫଳରେ ଗାଡିଟି ଭାରସାମ୍ୟ ହରାଇ ଖସି ଯାଇଥିଲା ଏବଂ ଗାଡି ପଛରେ ବସିଥିବା ଆଶୀର୍ବାଦ ଗାଡ଼ିରୁ ଛିଟିକି ପଡିଥିଲେ। ତାଙ୍କର ମୁଣ୍ଡରେ ଗଭୀର ଭାବେ ଆଘାତ ଲାଗିଥିବାରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସେହି ବାଟରେ ଯାଉଥିବା କିଛି ଲୋକ ଓ ଗାଡି ଚାଳକ ଶୀତାକାନ୍ତ ମିଶି ତାଙ୍କୁ ରଣପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ଚିକିତ୍ସା କରୁଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା।

ଶବ ବ୍ୟବଚ୍ଛେଦ ପରେ ମୃତକଙ୍କ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଆଶୀର୍ବାଦଙ୍କ ମୃତ୍ୟୁରେ ପରିବାର, ବନ୍ଧୁବାନ୍ଧବ ତଥା ରଣପୁର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ନୟାଗଡ଼ ଜିଲ୍ଲା ଯୁବକ ମୃତ ରଣପୁର ବ୍ଲକ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମିନି କୁପର ଧକ୍କାରେ ୩ ମୃତ

October 12, 2026
Latest News

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.