Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା
ଜାତୀୟ ଖବର

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟିମ ଇଣ୍ଡିଆ
ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲକୁ ହେଲା ଉନ୍ନୀତ

ମୁମ୍ବାଇ: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ଏବେ ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୭ ୱିକେଟ୍ ହରାଇ ୨୫୩ ରନ୍ କରିଥିଲା। ଜବାବରେ ଇଂଲଣ୍ଡ ମଧ୍ୟ କଡା ଟକ୍କର ଦେଇଥିଲା। ଇଂଲଣ୍ଡ ୨୦ ଓଭରରେ ୨୪୬ ରନ୍ କରିଥିଲା। ଭାରତ ୭ ରନ୍ ରେ ସେମିଫାଇନାଲ ଜିତିଥିଲା।

ଇଂଲଣ୍ଡ ପାଇଁ ଜାକବ୍ ବେଥେଲ୍ ୪୮ ବଲ୍‌ରେ ୧୦୫ ରନ୍ କରିଥିଲେ, କିନ୍ତୁ ସେ ଇଂଲଣ୍ଡକୁ ବିଜୟୀ କରାଇପାରି ନଥିଲେ। ଇଂଲଣ୍ଡ ମ୍ୟାଚ୍‌ରେ ଦୃଢ଼ ଲଢ଼େଇ କରିଥିଲା, କିନ୍ତୁ ଜସପ୍ରିତ ବୁମରାହ ୧୬ତମ ଓଭରରେ ୮ ରନ୍ ଏବଂ ୧୮ତମ ଓଭରରେ ୬ ରନ୍ ଦେଇ ଭାରତର ବିଜୟ ପ୍ରାୟ ନିଶ୍ଚିତ କରିଥିଲେ।

cricket world cup Harry Brook IND VS ENG IND Vs ENG Semi Final India Vs England Mens T20 World Cup Suryakumar Yadav. T20 World Cup 2026
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Latest News

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.